ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫।୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଶନିବାର ପରଲୋକ ହୋଇଛି। ମୁରଲୀଧରଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ୪୩ତମ ରାଜ୍ୟପାଳ ଭାବେ କାର୍ଯ୍ୟନିର୍ବାହ କରିଥିଲେ। ସେ ୨୧ଅଗଷ୍ଟ ୨୦୦୭ରୁ ୯ ମାର୍ଚ୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ ରହିଥିଲେ। ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ପରବର୍ତ୍ତି ରାଜ୍ୟପାଳ ଆସିବା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ। ସେ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ୩ଥର ୧୯୮୦-୮୨, ୧୯୮୨-୮୮, ୧୯୮୮-୯୪ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ

ଭୋଗରାଇ,୫।୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥ କମର୍ଦ୍ଦା ଥାନା ଛଣପୋଖରୀଠାରେ ଆଜି ସ୍କୁଟି, କାର ମୁହାଁମୁହିଁ ଧକ୍କା ହେଇଛି। ଘଟଣାସ୍ଥଳରେ...

ଉଦୟପୁର ବେଳାଭୂମିରେ ଲାଗିଲା ଏଭଳି ଯନ୍ତ୍ର, ଦେଖିଲେ…

ଭୋଗରାଇ,୫ ।୧୧ ( ପ୍ରଦୀପ ଦାସ ): ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ସମୁଦ୍ରକୂଳରେ ସୋମବାର ଜାହାଜର ଦିଗ ନିର୍ଣ୍ଣୟ ଯନ୍ତ୍ର(...

ନୂତନ ଡେଲି ମାର୍କେଟର ଶିଳାନ୍ୟାସ: ଉପକୃତ ହେବେ ୫ ଶହରୁ ଅଧିକ ବ୍ୟବସାୟୀ

ଭବାନୀପାଟଣା,୪ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ପକ୍ଷରୁ ସୋମବାର ସ୍ଥାନୀୟ ୨୦ ନଂ ୱାର୍ଡରେ ନୂତନ ଡେଲି (ଦୈନିକ) ମାର୍କେଟର ଶିଳାନ୍ୟାସ କରାଯାଇଛି। ଏଥିପାଇଁ...

ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା

ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ...

କୂଅରେ ପଡ଼ିଥିଲା ହାତୀ: ମାଈ ହାତୀକୁ ଘଉଡାଇ ଉଦ୍ଧାର କଲା ବନ ବିଭଗ

ଦେବଗଡ,୫।୧୧(ଶଶାଙ୍କ ଶେଖର ଝାଙ୍କର): କୂଅରେ ପଡ଼ିଥିବା ହାତୀ ଶାବକକୁ ସୁରକ୍ଷିତ ଉଦ୍ଧାର କରିବାରେ ସଫଳ ହେଲା ବନ ବିଭଗ। ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ...

ମାତିଛନ୍ତି ସାଇବର ଲୁଟେରା: ପରୀକ୍ଷାରେ ପାସ କରାଇବା ପାଇଁ ଅଭିଭାବକଙ୍କୁ ଆସୁଛି ମିଥ୍ୟା କଲ୍‌

ରାଇକିଆ,୫।୧୧(ପ୍ରଦୀପ ବେହେରା):ସାଇବର ଲୁଟେରାଙ୍କ ସକ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ଲୋକଙ୍କଠାରୁ ବିଭିନ୍ନ ଉପାୟରେ ଅର୍ଥ ଲୁଟ ପାଇଁ ଉଦ୍ୟମ କରୁଛନ୍ତି। ସୋମବାର ରାଇକିଆ ଜୀବନ...

ଧାନ ଫସଲ ଉପରେ ରାତାରାତି ପୋତିଦେଲେ ମାଟି:ପ୍ରତିବାଦରେ ରାସ୍ତାରୋକୋ ଉତ୍ତେଜନା ଜାରି

ବରଗଡ, ୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖେଦାପାଲିି ଗ୍ରାମରେ ଚାଷ ହୋଇଥିବା ଧାନ ଫସଲ ଉପରେ ମାଟି ପୋତିବାକୁ ନେଇ ଉତ୍ତେଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri