ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ

ସନ୍ଥ କବି ଭୀମ ଭୋଇଙ୍କ ଦ୍ବାରା ଲିଖିତ ଏହି ବାଣୀକୁ ଦିବଂଗତ ସମାଜସେବୀ ତଥା କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନ ନିଜ ଜୀବନର ବ୍ରତ କରି...

ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ୱର, ୨୮।୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ। ଶନିବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ...

ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର...

‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି...

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ଭୁବନେଶ୍ୱର,୨୮ା୩: ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ସିଡ୍ୟୁଲ ଏରିଆରେ...

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା...

୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର...

ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର

ଭୁବନେଶ୍ୱର,୨୮ା୩: ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ ‘ଗୋ ସେବକ’ ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image