ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

ଭବାନୀପାଟଣା,୯।୧୦(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ ପୁତୁରା ସହ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିଲେ। ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା।

କେସିଙ୍ଗାସ୍ଥିତ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ୫ଥର ବିଧାୟକ ରହି ସରିଥିବାବେଳେ ରାଜ୍ୟ ସଭାକୁ ମଧ୍ୟ ମନୋନୀତ ହୋଇଥିଲେ। ତାଙ୍କ ପରଲୋକ ଖବର ଜଣାପଡିବା ପରେ ଜିଲାରେ ଶୋକର ଛାୟା ଖେଳିଯାଇଛି।

ଏହି ଦୁଃଖଦ ଘଟଣା ଶୁଣିବା ପରେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଯୁବ ସମାଜସେବୀ ଶିଲୁ ପଡିଡାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଦୁଃଖ ପ୍ରକାଶ କରଛନ୍ତି। ବର୍ତ୍ତମାନ ଧନେଶ୍ୱରଙ୍କ ଅନ୍ତିମ ସଂସ୍କାର ପାଇଁ ନିଜ ଗ୍ରାମକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ...

6025 ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ...

ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର...

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ...

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ...

ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ...

ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri