ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି।

Share