ଲାଞ୍ଚ ମାମଲାରେ ପୂର୍ବତନ ସରପଞ୍ଚଙ୍କୁ ୨ବର୍ଷ ଜେଲଦଣ୍ଡ

ସୁନ୍ଦରଗଡ,୩୦ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଶୁକ୍ରବାର ଏକ ଲାଞ୍ଚ ମାମଲାର ଶୁଣାଣି କରି କିଞ୍ଜିରିକେଲାର ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ମିଞ୍ଜଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୨ମାସ ଜେଲ ପାଇଁ ଅଦାଲତ ତାଙ୍କ ରାୟରେ ଆଦେଶ କରିଛନ୍ତି। ଅଭିଯୁକ୍ତ ସରପଞ୍ଚ ମିଞ୍ଜି ଅଭିଯୋଗକାରୀଙ୍କ ମା’ଙ୍କ ନାମରେ ମଞ୍ଜୁର ହୋଇଥିବା ଇନ୍ଦିରା ଆବାସ ନିର୍ମାଣ ପାଇଁ କାର୍ଯ୍ୟାଦେଶ ସକାଶେ ଲାଞ୍ଚ ଦାବି କରି ହଇରାଣ କରିଆସୁଥିଲେ। ଏ ନେଇ ଅଭିଯୋଗକାରୀ ଭିଜିଲାନ୍ସ ବିଭାଗର ଦ୍ବାରସ୍ଥ ହୋଇଥିଲେ। ମିଞ୍ଜ ଅଭିଯୋଗକାରୀଙ୍କ ଠାରୁ ଲାଞ୍ଜ ଗ୍ରହଣ କରୁଥିବାବେଳେ ଧରାପଡିଥିଲେ। ସରକାରଙ୍କ ତରପରୁ୍‌ ଭିଜିଲାନ୍ସ କୋର୍ଟର ପବ୍ଲିକ ପ୍ରସିକ୍ୟୁଟର ଶ୍ୟାମ ସୁନ୍ଦର ମିଶ୍ର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image