Categories: ଜାତୀୟ

ପୂର୍ବତନ କେନ୍ଦ୍ର ଗୃହ ସଚିବଙ୍କ ପରଲୋକ

ନୂଆଦିଲ୍ଲୀ,୨୫।୪: ପୂର୍ବତନ କେନ୍ଦ୍ର ଗୃହ ସଚିବ ମାଧବ ଗଡବୋଲେଙ୍କର ହୃଦ୍‌ଘାତରେ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ୧୯୯୩ରେ ଆଇଏଏସ ଚାକିରିରୁ ସେୱଚ୍ଛାକୃତ ଅବସର ନେବା ପୂର୍ବରୁ ସେ କେନ୍ଦ୍ର ଗୃହ ବିଭାଗର ସଚିବ ଥିଲେ। ସେହିପରି ସେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ , ସହରାଞ୍ଚଳ ଉନ୍ନୟନ ବିଭାଗର ସଚିବ ଭାବେ ଦାୟିତ୍ୱ ତୁଲାଇଛନ୍ତି। ଏହା ପୂର୍ବରୁ ସେ ମହାରାଷ୍ଟ୍ର ସରକାରଙ୍କ ମୁଖ୍ୟ ଅର୍ଥ ସଚିବ ଥିଲେ।

 

Share