ଫରେଷ୍ଟରଙ୍କ ଆତ୍ମହତ୍ୟା ମାମଲା: ଜାରିଙ୍ଗ ନର୍ସରୀରେ ତଦନ୍ତ ଆରମ୍ଭ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍‌ଓଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୀୟ ତଦନ୍ତ ଆରମ୍ଭ କରିଛି ବନ ବିଭାଗ।

ମାମଲାର ତଦନ୍ତ ଦାୟିତ୍ୱ ଜଣେ ସିସିଏଫ ର଼୍ୟାଙ୍କ ଅଧିକାରୀଙ୍କୁ ଦିଆଯାଇଛି। ଏ ନେଇ ଗତ ୨୩ ତାରିଖ ସୂଚନା ଦେଇଥିଲେ ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ। ଏହାର ୬ଦିନ ପରେ ରବିବାର ତଦନ୍ତ ଦାୟିତ୍ୱରେ ଥିବା ସିସିଏଫ୍‌ ଜାରିଙ୍ଗ ହାଇଟେକ ନର୍ସରୀକୁ ତଦନ୍ତ କରିବାକୁ ଆସିଥିଲେ। ଏହି ସମୟରେ ସେ ସ୍ଥାନୀୟ ଗାର୍ଡ, ଫରେଷ୍ଟରଙ୍କ ସହ ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ କାଗଜପତ୍ର ମଧ୍ୟ ଯାଞ୍ଚ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ

ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨...

ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍‌ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼...

ଏସ୍‌ପି ସ୍ତରରେ ବ୍ୟାପକ ଅଦଳ ବଦଳ: ବଦଳିଲେ ଏସବୁ ଜିଲାର ପୋଲିସ ମୁଖିଆ

ଭୁବନେଶ୍ୱର,୨୯।୯: ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର...

ମହଙ୍ଗା ପଡ଼ିଲା ଭରତପୁର ଥାନା ମାମଲା: ବଦଳିଲେ ଟ୍ୱିନ୍ ସିଟି କମିଶନର, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୯: କମିସନରେଟ ପୋଲିସ ଉପରେ ଭାରି ପଡିଛି ଭରତପୁର ଥାନା ମାମଲା। ଏକାସାଙ୍ଗରେ ବଦଳିଛନ୍ତି କଟକ-ଭୁବନେଶ୍ୱର କମିଶନର ସଞ୍ଜୀବ ପଣ୍ଡା ଏବଂ ଭୁବନେଶ୍ୱର ଡିସିପି ପ୍ରତୀକ...

ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର

ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର...

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ...

ଭବାନୀପାଟଣାରେ ପହଞ୍ଚିଲା ଶ୍ରୀକ୍ଷେତ୍ରର ୩ ରଥ ଚକ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ଶ୍ରୀକ୍ଷେତ୍ର ପୁରୀରୁ ତିନୋଟି ରଥର ତିନୋଟି ଚକ ଶନିବାର ସାରେ ଭବାନୀପାଟଣାରେ ପହଞ୍ଚିଛି`। ସହରର ପ୍ରବେଶ ଦ୍ୱାରରୁ ବଳଭଦ୍ରଙ୍କ ତାଳଧଜ, ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri