ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍‌

ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍‌। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ ଅଗ୍ରୱାଲ , ଧ୍ରୁବ ସାହୁ ଏବଂ ରୋହିତ ସାହୁ।

ସୂଚନାନୁଯାୟୀ, ଦୀପାବଳି ଛୁଟି ଥିବାରୁ ସାଙ୍ଗମାନେ ମିଶି ବୁଲି ବାହାରି ଥିଲେ। ଶନିବାର ଚାରିଛକଠାରେ ଥିବା ଏକ ହୋଟେଲରେ ରହିଥିଲେ। ସେଠାରୁ ଭୋର ସମୟରେ ଫୁଲବାଣୀ ଅଭିମୁଖେ ଯାଉଥିବା ବେଳେ ଘୋଡାଡିଆଁ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ଜଣ ସାଙ୍ଗ ଗୁରୁତର ହୋଇଥିଲେ । ଆମ୍ବୁଲାନ୍ସ ଯୋଗେ ଯୁବକମାନଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ଗାଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image