ତାଇଓ୍ବାନର ରାଷ୍ଟ୍ରପତି ନିର୍ବାଚନ ଦୌଡରେ ସାମିଲ ହେଲେ ଫକ୍ସକନର ସଂସ୍ଥାପକ ଟେରି ଗୋ, ନିଜେ କଲେ ଘୋଷଣା

ତାଇପେଇ ସିଟି,୨୮।୮: ଫକ୍ସକନ ଟୋକ୍ନୋଲୋଜି ଗ୍ରୁପର ସଂସ୍ଥାପକ ଟେରି ଗୋ ସୋମବାର ଘୋଷଣା କରିଛନ୍ତି କି ସେ ୨୦୨୪ରେ ଏକ ସ୍ବାଧିନ ପ୍ରାର୍ଥୀ ଭାବେ ତାଇଓ୍ବାନର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ। ସୂଚନାଯୋଗ୍ୟ, ଆସନ୍ତା ବର୍ଷ ଜାନୁୟାରୀରେ ତାଇଓ୍ବାନରେ ରାଷ୍ଟ୍ରପତି ନିର୍ବାଚନ ହେବ। ଯେଉଁଥିରେ ତାଇୱାନର ଉପରାଷ୍ଟ୍ରପତି ଲାଇ ଚିଙ୍ଗ-ତେ ପୂର୍ବରୁ ତାଙ୍କ ଦାବି ଉପସ୍ଥାପନ କରିସାରିଛନ୍ତି। ଲାଇ ଚିଙ୍ଗ-ତେ ରାଷ୍ଟ୍ରପତି ତାଇ ଇଙ୍ଗ-ୱେନଙ୍କ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟିର ସଦସ୍ୟ ଅଟନ୍ତି।
ଉଲ୍ଲେଖନୀୟ କଥା ହେଉଛି, ଏଥର ଦେଶର ଉପ-ରାଷ୍ଟ୍ରପତି ୱିଲିୟମ ଲାଇ ମଧ୍ୟ ବିବାଦରେ ଅଛନ୍ତି ଏବଂ ସେ ବହୁତ ଦୃଢ ସ୍ଥିତିରେ ଅଛନ୍ତି। ଏଭଳି ପରିସ୍ଥିତିରେ ଫକ୍ସକନର ବିଲିୟନେୟାର ପୂର୍ବତନ ମୁଖ୍ୟଙ୍କ ପାଇଁ ଏହି ନିର୍ବାଚନ ସହଜ ହେବ ନାହିଁ। ଏଥି ସହିତ, ଗତଥର ସେ ଚାଇନା ସମର୍ଥକ ଦଳର ପ୍ରାର୍ଥୀ ହେବାକୁ ଚେଷ୍ଟା କରିଥିବାରୁ ତାଙ୍କୁ ମଧ୍ୟ ଏଥିପାଇଁ ଭାର ବହନ କରିବାକୁ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହଠାତ୍‌ ପାକିସ୍ତାନରେ ଅବତରଣ କଲା ୧୭୧ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ, ଜାଣନ୍ତୁ ପୁରା ଘଟଣା

ଲାହୋର,୨୪।୯: ମଙ୍ଗଳବାର ସକାଳେ ଏକ ଭୟଭିତ ହେଲାଭଳି ଖବର ସାମ୍ନାକୁ ଆସିଛି। ଘଟଣାହେଲା ବିମାନର ପାଇଲଟ ହଠାତ୍‌ ପାକିସ୍ତାନର ଲାହୋର ବିମାନବନ୍ଦରରେ ୧୭୧ ଯାତ୍ରୀଙ୍କ ସହ...

ହିନ୍ଦୁଙ୍କ ଉପରେ ଆକ୍ରମଣକୁ ବନ୍ଦ କରିପାରିଲେନି ୟୁନୁସ ସରକାର, ଏବେ ଭାରତକୁ ଦେଉଛନ୍ତି ଗାଳି

ଢାକା,୨୪।୯: ବାଂଲାଦେଶରେ ହିନ୍ଦୁମାନଙ୍କୁ ନିରନ୍ତର ଆକ୍ରମଣ କରାଯାଉଛି। ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗଠିତ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଏହି ଆକ୍ରମଣକୁ ରୋକିବାରେ ଅସଫଳ ହୋଇଛି। କିନ୍ତୁ...

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ...

ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ...

ଲେବାନନ୍‌ରେ ଇସ୍ରାଏଲ୍‌ର ଜୋର୍‌ଦାର ଆକ୍ରମଣ

ମାର୍ଜାୟୁନ୍‌,୨୪ା୯: ଇସ୍ରାଏଲୀ ସେନା ଲେବାନନ୍‌ ଉପରେ ଆକ୍ରମଣକୁ ଜୋର୍‌ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ...

ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍‌ ଅଫ୍‌ ଦି ଫ୍ୟୁଚର’ରେ...

ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ

ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍‌ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍‌...

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri