Posted inରାଜ୍ୟ

ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ, ଚାକିରି କରିଦେବାକୁ କହି…

ପାଟଣାଗଡ,୧୨।୧୧: ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ନାଁ ନେଇ ଚାକିରି କରାଇ ଦେବା କହି ଠକେଇ ଅଭିଯୋଗ। ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନାରେ ଅଟକ ରଖିଛି ପୋଲିସ। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ଚାକିରି କରାଇ ଦେବେ କହି ସେମାନଙ୍କଠୁ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।

ଅଟକ ଥିବା ଯୁବକମାନେ ବିଳାଇସାଥି ଗାଁର ବୁଦ୍ଧଦେବ ସାହୁ ଏବଂ ସାଲେପାଲି ଗାଁର ସୁଶୀଲ ରାଓ ବୋଲି ଜଣାପଡ଼ିଛି। ଅଭିଯୋଗ ପରେ ପୋଲିସ ଉଭୟଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ଅଟକ ଥିବା ଦୁଇ ଜଣ ପୂର୍ବରୁ ମଧ୍ୟ ବିଭିନ୍ନ ନେତାଙ୍କ ନାଁ ନେଇ ଲୋକଙ୍କ ଠାରୁ ଅନେକ ଟଙ୍କା ଠକି ନେଇଥିବା ସୂଚନା ମିଳିଛି। ହେଲେ ଏଥର ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ କରିବା ସେମାନଙ୍କୁ ମହଙ୍ଗା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର...

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା...

ବାବୁଙ୍କ ଠେଙ୍ଗା ପ୍ରାହାର ଉପରେ ଜବାବ ରଖିଲେ ରାଣୀ ପ୍ରିୟଦର୍ଶିନୀ: ଖଣ୍ଡଗିରିରେ ମୁଁ ନାଚିବି.. ନାଚିବି.. ନାଚିବି…  

ଭୁବନେଶ୍ୱର,୩।୨: କାଲି ହେବାକୁ ଥିବା ଖଣ୍ଡଗିରି ମେଳାକୁ ନେଇ  ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିକୁ ସାଧୁସନ୍ଥ ମଧ୍ୟ ଆସୁଛନ୍ତି। ଅନ୍ୟପକ୍ଷେ ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ...

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ବିରଳ ରୋଗରେ ପୀଡିତ କୁନି ଝିଅଙ୍କୁ ଦେଖୁଦେଖୁ ଜାଣନ୍ତୁ ତାଙ୍କ ପାଇଁ କ’ଣ କଲେ

ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣଛନ୍ତି। ଏହା ସହ ଅଭିଯୋଗର ସମାଧାନ ନେଇ ଦୂର ଦୂରାନ୍ତରୁ ଆସିଥିବା ଆଶାୟୀଙ୍କୁ ପ୍ରତିଶ୍ରୁତି...

ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଲେ ଓଡ଼ିଆ ଝିଅ କରିଶ୍ମା: ଲଞ୍ଚ୍‌ ପାଇଁ ଡାକିଲେ ବିଗ୍‌ ବି’

ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ...

ରେଳ ବଜେଟ୍‌ରେ ଓଡ଼ିଶାକୁ ନେଇ ଆସିଲା ବଡ଼ ଖବର ଅଶ୍ବିନୀ ବୈଷ୍ଣବ କହିଲେ..

ନୂଆଦିଲ୍ଲୀ,୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର (ଫେବୃଆରୀ୧) ତାଙ୍କର ଲଗାତାର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍‌ ଆଗତ ହେବା ପରେପରେ ରେଳ ବଜେଟ୍‌ ଘୋଷଣା...

ଚାଷୀ ହୋଇ ମଣ୍ଡି ବୁଲିଲେ ଜିଲାପାଳ, ଯେଉଁଠି କଟ୍‌ନି ଛଟ୍‌ନି ଧରାପଡ଼ିଲା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଦ୍ରକ,୩ା୨(ସନାତନ ରାଉତ): ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାୟ ଜଣେ ଚାଷୀ ଭାବରେ ଅଚାନକ ଅଞ୍ଚଳରେ ଥିବା ମଣ୍ଡିରେ ପହଞ୍ଚିଥିଲେ। ଧାମନଗର ବ୍ଲକ ଅଧୀନ କଟସାହି ମଣ୍ଡିରେ...

ଦୁର୍ବୃତ୍ତ ଚାଲାଣ କରୁଥିଲେ ଶୁଆ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ବୌଦ୍ଧ,୩ା୨ (ଅଜିତ କୁମାର ବାରିକ): ବେଆଇନ ଶୁଆ, କଇଁଛ ଚାଲାଣ ଅଭିଯୋଗରେ ବୌଦ୍ଧ ବନ ବିଭାଗ ପକ୍ଷରୁ ରବିବାର ୪ ଜଣଙ୍କୁ ଗିରଫ କରି କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image