ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ

କଟକ, ୧୦।୪: ବିଡାନାସୀସ୍ଥିତ ଜ୍ୟୋତିବିହାର ବିକାଶ ପରିଷଦ ପକ୍ଷରୁ ଏହାର କାର଼୍ୟାଳୟଠାରେ ଏକ ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସିଡିଏ ସେକ୍ଟର-୯ ସ୍ଥିତ ଆକ୍ୟୁପ୍ରେସର ସେଣ୍ଟରରେ ଅଭିଜ୍ଞ ଥେରାପିଷ୍ଟ ହରେକୃଷ୍ଣ ନାୟକ ଓ ସଂଘଭି ରଥଙ୍କ ସମେତ ୧୦ ଜଣ ଥେରାପିଷ୍ଟ ଶତାଧିକ ଲୋକଙ୍କୁ ଚିକିତ୍ସା ପ୍ରଦାନ କରିଥିଲେ।
ଏହି ଅବସରରେ ଜ୍ୟୋତିବିହାର ବିକାଶ ପରିଷଦର ସମ୍ପାଦକ ଶିଶିର କୁମାର ନାୟକ, ବସନ୍ତ କୁମାର ଭୋଳ, ବଟକୃଷ୍ଣ ଖଟୁଆ, ଶୁଭାଶିଷ ରାଉତ, ପ୍ରଫୁଲ୍ଲ ସେଠୀ ଓ ପୀତବାସ ସାଇଁ ପ୍ରମୁଖ ଉକ୍ତ ଶିବିର ପରିଚାଳନା କରିଥିଲେ। ଆଗାମୀ ଦିନରେ ଆହୁରି ଅନେକ ନିଃଶୁଳ୍କ ସ୍ବାସ୍ଥ୍ୟସେବା ଶିବିର ଆୟୋଜନ କରାଯିବ ବୋଲି ପରିଷଦର ସମ୍ପାଦକ ଶିଶିର କୁମାର ନାୟକ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ

ଲାଞ୍ଜିଗଡ଼,୧୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ବେଦାନ୍ତ କଲୋନୀ କ୍ଲବ ହାଉସଠାରେ କରାଟେ କଲର ବେଲ୍ଟ ପରୀକ୍ଷା ଗୁରୁବାର ଅନୁଷ୍ଠିତ ହୋଇଯାଇଛି।...

ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ...

୧୭ରେ କୃଷକ ମହାପଞ୍ଚାୟତ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି...

ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ...

ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା...

ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ

ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ...

କନ୍ଧମାଳ ମହୋତ୍ସବ, ପଲ୍ଲୀଶ୍ରୀ ମେଳା-୨୦୨୫: ମଶାଲ ଶୋଭାଯାତ୍ରାରେ ସାମିଲ ହେଲେ ଅଞ୍ଚଳବାସୀ, ବ୍ଲକ କର୍ମଚାରୀ

ଦାରିଙ୍ଗବାଡି, ୧୩।୩ (ଅରୁଣ ସାହୁ ): ଆସନ୍ତା ୨୧ ଠାରୁ ୨୫ ପର୍ଯ୍ୟନ୍ତ ଫୁଲବାଣୀଠାରେ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ହେବାକୁ ଯାଉଛି।...

ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image