ଭୁବନେଶ୍ୱରରୁ ପୁଣି ୩୨ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮ ଲୋକାଲ କେସ୍‌ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ବର୍ତ୍ତମାନସୁଦ୍ଧା ଭୁବନେଶ୍ୱରରୁ ୩୦୮୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୦୧୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ବି ଚିକିତ୍ସାଧୀନ ଅଛନ୍ତି ୩୯୪ ଜଣ। ତେବେ ଭୁବନେଶ୍ୱରରୁ ୨୨୧ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ...

ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ...

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା  ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ  ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ...

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର...

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri