ଦଣ୍ଡ ପ୍ରଣାମ କରି ରାଜସ୍ଥାନରୁ ପୁରୀ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ ଉଦ୍ଦେଶ୍ୟରେ ରାଜସ୍ଥାନରୁ ଜଣେ ଭକ୍ତ ଦଣ୍ଡ ପ୍ରମାଣ କରି ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ଏହି ଭକ୍ତ ଜଣଙ୍କ ହେଉଛନ୍ତି ରାଜସ୍ଥାନର ଶ୍ରୀରାମ ଗୁଜ୍ଜର। ଶ୍ରୀରାମ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ତାଙ୍କ ମନରେ ଇଚ୍ଛା ଜାଗ୍ରତ ହୋଇଥିଲା। ତେଣୁ ସେ ୨୦୨୨ ଡିସେମ୍ବର ୭ରେ ରାଜସ୍ଥାନର ତାଙ୍କ ଗ୍ରାମରୁ ବାହାରିଥିଲେ। ବାଟ ସାରା ଦଣ୍ଡ ପ୍ରଣାମ କରି କରି ପୁରୀ ଆସିଛନ୍ତି। ତାଙ୍କୁ ପୁରୀରେ ପହଞ୍ଚତ୍ବା ପାଇଁ ୬ମାସ ୮ ଦିନ ସମୟ ଲାଗିଛି। ସେ ସମୁଦାୟ ୧୮୫୦ କିଲୋମିଟର ଦଣ୍ଡ ପ୍ରଣାମ କରି ଆସିଛନ୍ତି। ଶ୍ରୀମନ୍ଦିରରେ ପହଞ୍ଚତ୍ ତାଙ୍କୁ ବହୁତ ଆନନ୍ଦ ମିଳୁଛି। ତାଙ୍କର କୌଣସି ମାନସିକ ନାହିଁ, କେବଳ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ପ୍ରଥମ ଥର ଦଣ୍ଡ ପ୍ରଣାମ କରି ପୁରୀ ଆସିଥିବାବେଳେ ବାଟରେ କୌଣସି ସମସ୍ୟା ହୋଇନାହିଁ। ତାଙ୍କ ସାଥିରେ ତାଙ୍କର ଦୁଇ ଭାଇ ଆସିଛନ୍ତି। ଦେଶରେ ଭକ୍ତି ଭାବ ସୃଷ୍ଟି କରିବା ସହ ସମସ୍ତଙ୍କୁ ମହାପ୍ରଭୁ ଭଲରେ ରଖନ୍ତୁ ବୋଲି ସେ ପ୍ରାର୍ଥନା କରିଥିବା ଶ୍ରୀରାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସଫର୍ମରକୁ ପିଟଲା ପରିବା ବୋଝେଇ ପିକ୍‌ଅପ, ପରେ….

ପୋଲସରା,୨୯।୧୨: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଲକ୍ଷ୍ମଣପଲ୍ଲୀ ଗ୍ରାମ ନିକଟରେ ଏକ ପରିବା ବୋଝେଇ ଗାଡ଼ି ଦୁର୍ଘଟଣା ହୋଇଛି। ରାସ୍ତା କଡ଼ରେ ଥିବା ଏକ...

ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ...

ଉଜୁଡ଼ା ଧାନକ୍ଷେତ ଦେଖି ୨ ଚାଷୀଙ୍କ ମୃତ୍ୟୁ

ଯାଜପୁର/ବିଞ୍ଝାରପୁର/ଡେରାବିଶ,୨୯।୧୨(ହର୍ଷବର୍ଦ୍ଧନ ବେହେରା/ ରାମକୃଷ୍ଣ ଦାସ/ ବେବର୍ତ୍ତା ଅଜୟ ଦାସ): ଏଥର ଜମିରେ ସୁନାର ଫସଲ ଦେଖି ଚାଷୀ ଆତ୍ମବିଭୋର ହୋଇଥିଲେ। କିନ୍ତୁ ଲଘୁଚାପ ଜନିତ ଅଦିନିଆ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri