ଶାହିନ୍‌ବାଗ୍‌ରୁ ଟାଇମ୍‌ ପତ୍ରିକା: ପ୍ରଭାବଶାଳୀ ତାଲିକାରେ ବିଲ୍କିସ୍‌ ଦାଦୀ

ନୂଆଦିଲ୍ଲୀ, ୨୩।୯: ଟାଇମ୍‌ ମାଗାଜିନ୍‌ର ୨୦୨୦ର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ଭାରତର ଜଣେ ୮୨ ବର୍ଷ ବୟସ୍କା ବୃଦ୍ଧା ବିଲ୍କିସ୍‌ ଦାଦୀ ରହିଛନ୍ତି। ସେ ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ଦିଲ୍ଲୀର ଶାହିନ୍‌ବାଗ୍‌ରେ ଧାରଣାରେ ବସିଥିଲେ। ଶାହିନ୍‌ବାଗ୍‌ର ଧାରଣା ଯେ ଦିନେ ତାଙ୍କୁ ଟାଇମ୍‌ ପତ୍ରିକାରେ ସ୍ଥାନ ଦେବ ତାହା ସେ କେବେ ବି କଳ୍ପନା କରି ନ ଥିଲେ। ଏବେ ସୋସିଆଲ୍‌ ମିଡ଼ିଆରେ ବିଲ୍କିସ୍‌ ଦାଦୀଙ୍କ ନେଇ ଚର୍ଚ୍ଚା ଜାରି ରହିଛି। ପରିଣତ ବୟସରେ ମଧ୍ୟ ଦାଦୀଙ୍କ ଉତ୍ସାହକୁ ଦେଖି ଲୋକେ ଚକିତ ହୋଇଥିଲେ। ଏକାଧିକ ଦିନ ଧରି ସେ ଶାହିନ୍‌ବାଗ୍‌ରେ ପ୍ରଦର୍ଶନରେ ସାମିଲ୍‌ ହୋଇଥିଲେ। ସେତେବେଳେ ଜାତୀୟ ଗଣମାଧ୍ୟମରେ ତାଙ୍କୁ ଶାହିନ୍‌ବାଗ୍‌ ଦାଦୀ ଭାବେ ସମ୍ବୋଧନ କରାଯାଇଥିଲା। ସରକାରଙ୍କ ବିରୋଧରେ ଲଢ଼େଇ ଜାରି ରଖିବା ନେଇ ସେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ଦାଦୀଙ୍କ ଲୋକପ୍ରିୟତା ଟାଇମ୍‌ ପତ୍ରିକା କର୍ତ୍ତୃପକ୍ଷଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…

ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି।...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image