କାଲିଠୁ କମିବ ଶୀତ, ବଢ଼ିବ କୁହୁଡ଼ି

ଭୁବନେଶ୍ୱର,୨୧ା୧୨: ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ କମିବ। କୁହୁଡ଼ି ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୩ ଓ ୨୪ ତାରିଖ ସକାଳେ କୁହୁଡ଼ିର ମାତ୍ରା ଅଧିକ ରହିବ ବୋଲି  ସତର୍କତା ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଘନକୁହୁଡ଼ି ଦେଖା ଦେବ।

Share