ବିଦ୍ୟାଳୟ ଷ୍ଟୋରରୁମ୍‌ରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର

ପାଟଣା,୫ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ହଲ୍‌ରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବପତ୍ର ସହ ରୋଷେଇରେ ବ୍ୟବହୃତ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି।

ସୂଚନାଯୋଗ୍ୟ, ଉକ୍ତ ହଲ୍‌ଟି ଷ୍ଟୋର ରୁମ୍‌ ସହ ଏମଡିଏମ୍‌ ରୋଷେଇ ଘର ଭାବେ ବ୍ୟବହୃତ ହେଉଥିଲା। ଚୁଲି ଉପରେ ଶୁଖା ଯାଇଥିବା କାଠରୁ ନିଆଁ ଲାଗି ବିଦ୍ୟାଳୟର ଲକ୍ଷାଧିକ ଟଙ୍କାର ସମସ୍ତ ବେଞ୍ଚ, ଡେସ୍କ, ବିଦ୍ୟାଳୟ ପରିସରରୁ କଟା ରଖା ଯାଇଥିବା ଗଛଗୁଡିକର ଗଣ୍ଡି, ରୋଷେଇ ସହ ମହଜୁଦ୍‌ ଥିବା ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ସବୁ କିଛି ଜଳି ପୋଡ଼ି ଧ୍ୱଂସ ହୋଇ ଯାଇଥିଲା। ତେବେ ଅନ୍ୟ ରୁମ୍‌ରେ ନିଆଁ ଲାଗିବା ପୂର୍ବରୁ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା

ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର...

ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri