ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୩ା୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି ବୋଲି କୃଷି ପାଣିପାଗ କ୍ଷେତ୍ର ଦାୟିତ୍ୱରେ ଥିବା ଅଧିକାରୀ କହିଛନ୍ତି। ଏଣେ ପ୍ରବଳ ଶୀତ ସାଙ୍ଗକୁ ଅନେକ ସ୍ଥାନରେ ପାଳ ଗଦା ଉପରେ ତୁଷାର ପଡିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ତାପମାତ୍ରା ଏହି ବର୍ଷର ସର୍ବନିମ୍ନ ତାପମାତ୍ରା ବୋଲି ଜଣାଯାଇଛି। କିଛି ଦିନ ବ୍ୟବଧାନ ପରେ ହଠାତ୍‌ ଶୀତ ବଢ଼ିଯିବାରୁ ରାସ୍ତା ପାର୍ଶ୍ୱରେ ବିକ୍ରି କରୁଥିବା ବ୍ୟବସାୟୀମାନେ ପ୍ରଭାବିତ ହୋଇଛନ୍ତି। ଗୁରୁବାର ସନ୍ଧ୍ୟାରୁ ପୁଣି ଶୀତ ଅନୁଭୂତ ହୋଇଛି। ଶୀତ ସାଙ୍ଗକୁ କୁହୁଡ଼ି ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି। ପୁକୁଲିଙ୍ଗିଆ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଶୀତ ହେବା ସହ ତୁଷାର ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କାଯାଇଥିବା ଜି ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ...

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…

ଭୁବନେଶ୍ୱର,୨୮।୧୧: କାର୍ଯ୍ୟରେ ଯୋଗ ଦେଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ। ଚଳିତ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଭାଜପା ଓଡ଼ିଶାରେ କ୍ଷମତା ହାତେଇଛି।...

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ...

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ...

ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୮ା୧୧(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ...

ରୋଡ୍‌ ରୋମିଓଙ୍କୁ ସାବାଡ଼ କଲେ ଗ୍ରାମବାସୀ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଳକ ପଥରପୁଞ୍ଜି ଗ୍ରାମବାସୀ ବୁଧବାର କିଛି ରୋଡ଼ ରୋମିଓଙ୍କୁ ସାବାଡ କରିଛନ୍ତି। ପୂର୍ବ ଯୋଜନା ଅନୁସାରେ ୨ ରୋଡ଼ ରୋମିଓଙ୍କୁ କାବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri