ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା କମିଟି ସମେତ ହୋଟେଲ ସଙ୍ଘ, ବଣିକ ସଙ୍ଘ ଓ ଦଳୀୟ କର୍ମୀମାନେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ସହ ଶୋଭାଯାତ୍ରାରେ ଦାରିଙ୍ଗବାଡ଼ି ସହର ପରିକ୍ରମା କରାଇଥିଲେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ଜିଲାପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ସନ୍ତୋଷ ବିଶୋଇ, ନୀଳମାଧବ ସାହୁ, ଦୀପକ ସାହୁ, ବଣିକ ସଙ୍ଘର ଲଡ଼ୁକିଶୋର ସାହୁ, ଦିଲୀପ ସାହୁ, ସରୋଜ ସାହୁ, ପ୍ଳିହେରି ସରପଞ୍ଚ ପାଉଲ ପ୍ରଧାନ, ଜ୍ୟୋତିରାଜ ପ୍ରଧାନ, ରାଜେନ୍ଦ୍ର ସାହୁଙ୍କ ସମେତ ଶତାଧିକ ଲୋକ ତାଙ୍କୁ ସ୍ବାଗତ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ପୁଣି ସାଲୁଗାଙ୍କୁ ଭରସା କରିଥିବାରୁ ଅଞ୍ଚଳବାସୀ ଓ ବିଧାୟକପ୍ରାର୍ଥୀ ସାଲୁଗା ପ୍ରଧାନ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ବିପୁଳ ଭୋଟରେ ବିଜୟ କରିବୁ ବୋଲି ସାଲୁଗା ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର...

‘ସୋସିଆଲ୍ ମିଡିଆରୁ ଦୂରରେ ରହି କଠିନ ପରିଶ୍ରମ’: ଜାଣନ୍ତୁ OJS ପରୀକ୍ଷାରେ କେମିତି ସଫଳତା ହାସଲ କଲେ ରାଜଶ୍ରୀ ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୪।୩: ତୃତୀୟ ପ୍ରୟାସରେ OJS ପରୀକ୍ଷାରେ ସଫଳ ହୋଇଥିବା ରାଜଶ୍ରୀ ପ୍ରିୟଦର୍ଶିନୀ ୯ମ ରାଙ୍କ ହାସଲ କରିଛନ୍ତି। ଏଥିସହିତ ରାଜଶ୍ରୀ ଓଡ଼ିଶାର ଅନେକ ଯୁବକ ଯୁବତୀଙ୍କ...

ଆସନ୍ତାମାସରୁ ଏଲିଭେଟେଡ୍‌ କରିଡର କାମ, ବ୍ୟୟ ହେବ ଏତିକି କୋଟି…

ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍‌। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ...

ହାତୀ ପାଇଁ ରାତି ଉଜାଗର

ସମ୍ବଲପୁର,୧୪।୩: ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ବନାଞ୍ଚଳ ଅଧୀନ ସୁନାତେନପାଲି ଗାଁରେ ଭୟର ବାତାବରଣ ଖେଳି ଯାଇଛି।...

ଅଫିସରୁ ଘରକୁ ଫେରୁଥିଲେ କିରାଣୀ, ଜଙ୍ଗଲ ରାସ୍ତାରେ ମାଡିବସିଲା ଭିଜିଲାନ୍ସ, ଏତେ ଟଙ୍କା ଦେଖି ତାଜୁବ…

ଭଞ୍ଜନଗର/ବୁଗୁଡ଼ା,(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗଞ୍ଜାମ ଜିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ ବେଲଗୁଣ୍ଠା ସବ ରେଜିଷ୍ଟର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆଙ୍କ ଠାରୁ ଗୁରୁବାର ରାତିରେ...

ବାରିପଦାରେ ଚାଞ୍ଚଲ୍ୟ: ଘରେ ପଶି ବ୍ୟବସାୟୀଙ୍କ ବେକ କାଟିଦେଲେ…

ବାରିପଦା,୧୪।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ପୁଣି ଆତଙ୍କ। ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଘରେ ପଶି ବ୍ୟବସାୟୀଙ୍କ ବେକକୁ କାଟି ଅତି ନିର୍ମମ ଭାବେ...

ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ

ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର...

ରାସ୍ତା ପାର୍‌ ହେଉଥିବାବେଳେ ଶ୍ରମିକଙ୍କ ଉପରେ ଚଢିଗଲା ହାଇଓ୍ବା, ଘଟଣାସ୍ଥଳରେ…

ପାରାଦୀପ ୧୪।୩(ଶରତ ରାଉତ): ପାରାଦୀପ ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ଇଫକୋ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image