Posted inଜାତୀୟ

ଜି-୨୦କୁ ଆସୁଥିବା ନେତାଙ୍କ ସହଧର୍ମିଣୀଙ୍କ ପାଇଁ ବିଶେଷ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୯: ଜି-୨୦ ଶିଖର ସମ୍ମିଳନୀ ପାଇଁ ସଦସ୍ୟ ଦେଶର ନେତାମାନେ ଭାରତ ଗସ୍ତ କରୁଛନ୍ତି। ଏହି ଯାତ୍ରା ସମୟରେ ପ୍ରତିନିଧୀଙ୍କ ସହ ସେମାନଙ୍କର ସହଧର୍ମିଣୀ ମାନେ ମଧ୍ୟ ଦିଲ୍ଲୀରେ ଉପସ୍ଥିତ ରହିବେ। ଇଣ୍ଡିଆନ ଏକ୍ସପ୍ରେସ ସୂତ୍ରରୁ ପ୍ରକାଶ ଯେ ଜି -୨୦ ଶିଖର ସମ୍ମିଳନୀରେ ପ୍ରତିନିଧୀଙ୍କ ସହଧର୍ମିଣୀ ମଧ୍ୟ କିଛି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏମାନେ ଭାରତୀୟ କୃଷି ଅନୁସନ୍ଧାନ ପ୍ରତିଷ୍ଠାନ (ଆଇଏଆରଆଇ), ପୁଷାରେ ବାଜରା ଫାର୍ମ(ଖେତ) ବା ମିଲେଟ ଫାର୍ମ ପରିଦର୍ଶନ କରିବେ ଏବଂ ସେଠାରେ କୃଷି ସମ୍ବନ୍ଧୀୟ ପ୍ରଦର୍ଶନୀ ଉପଭୋଗ କରିପାରିବେ।
ଏହା ବ୍ୟତୀତ ନ୍ୟାଶନାଲ ଗ୍ୟାଲେରୀ ଅଫ ମଡର୍ନ ଆର୍ଟ (NGMA) ରେ ପାରମ୍ପାରିକ ରିସେପ୍ସନ ଏବଂ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ଭାରତୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ସପିଂ ପର୍ଯ୍ୟନ୍ତ ବିଭିନ୍ନ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri