Categories: ରାଜ୍ୟ

ଗଡିଲା ମା ସୁଭଦ୍ରା ଓ କାଳିଆ ସାଆନ୍ତଙ୍କ ରଥ

ପୁରୀ,୨୮।୬(ଅଜିତ୍‌ ମହାନ୍ତି): ବଡଭାଇ ବଳଭଦ୍ରଙ୍କ ରଥ ପରେ ଶରଧାବାଲିରେ ଗଡିଲା ଭଉଣୀ ସୁଭଦ୍ରା ଏବଂ ସାନଭାଇ ଜଗନ୍ନାଥଙ୍କର ରଥ। ଆଗେ ଆଗେ ବଡଭାଇ ଯାଉଥିବା ବେଳେ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଜୟ ଜଗନ୍ନାଥ ଧ୍ୱନୀରେ ବଡଦାଣ୍ଡ ଉଛୁଳି ପଡୁଛି।

Share