‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ ବିଜେତାମାନେ ପୁରସ୍କାର ଗ୍ରହଣ କରିଛନ୍ତି। ଏପରିକି ମୋଟ ୩୧ ଜଣଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଜଗତ୍‌ସିଂହପୁରର ଚପଳା ସ୍ବାଇଁ ମେଗା ବିଜୟିନୀ ଭାବେ ମନୋନୀତ ହୋଇ ୧୦ଗ୍ରାମ ଓଜନର ଏକ ସୁନା କଏନ୍‌ ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେତାମାନେ କହିଛନ୍ତି, ମନୋରଞ୍ଜନ ସହ ଏପରି ପ୍ରତିଯୋଗିତାର ଆୟୋଜନ କରିବା ଦ୍ୱାରା ଜୀ-ସାର୍ଥକ ଦର୍ଶକମାନଙ୍କ ପାଇଁ ଏକ ନୂଆ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ସହ ଆହୁରି ଅଧିକ ଦର୍ଶକଙ୍କ ଆଦୃତ ହୋଇପାରିଛି ଏବଂ ଦର୍ଶକଙ୍କ ମନ ଜିଣିଛି।

ଉଲ୍ଲେଖଯୋଗ୍ୟ, ଗତ ଅକ୍ଟୋବର ୧୪ ରୁ ୨୩ ପର୍ଯ୍ୟନ୍ତ ପ୍ରତିଦିନ ସା ୫ ରୁ ରାତି ୧୦ ମଧ୍ୟରେ ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ଦିଦି ନମ୍ବର ୱାନ୍‌, ବିଜୟିନୀ, ଝିଲି, ସୁନା ଝିଅ ସାଥିରେ, ମା ଯାହାର ସାହା, ସର୍ବଜିତା ଅନୁ, ଭୋଳା ଓ ସା ରେ ଗା ମା ପା ସ୍ବରର ମହାମଞ୍ଚ ଆଦି ଧାରାବାହିକ ସମୟରେ ପ୍ରଶ୍ନଗୁଡିକ ପଚରାଯାଇଥିଲା। ଅପରପକ୍ଷରେ ମନୋରଞ୍ଜନର ନୂଆ ନୂଆ ରୂପ ସହ ଆଗାମୀ ଦିନରେ ଜୀ-ସାର୍ଥକ ଏଭଳି ଆହୁରି ଅନେକ ପ୍ରକାର ପ୍ରତିଯୋଗିତା ନେଇ ଆସିବ ବୋଲି ଜୀ-ସାର୍ଥକ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା...

ବ୍ୟାଙ୍କ୍‌ ଆକାଉଣ୍ଟରେ ଏତେ ଟଙ୍କା ରଖିଲେ ଦେବାକୁ ପଡିପାରେ ଟିକସ? ଜାଣି ନିଅନ୍ତୁ ନ ହେଲେ…

ଆଜିକାଲି, ଅନଲାଇନ ଟଙ୍କା କାରବାର ବୃଦ୍ଧି ପାଉଛି। ଏହାର ଅର୍ଥ ହେଉଛି ଯେ ଅନେକ ଲୋକ ସଞ୍ଚୟ ପାଇଁ ବ୍ୟାଙ୍କ ଆକାଉଣ୍ଟ ଖୋଲିଛନ୍ତି। ଏକ ସଞ୍ଚୟ...

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image