ପ୍ରାଣପ୍ରତିଷ୍ଠା ଉତ୍ସବରେ ସାମିଲ ହେଲେ ଗଜପତି ମହାରାଜ

ଅଯୋଦ୍ଧା,୨୨ା୧: ଦୀର୍ଘ ୫୦୦ ବର୍ଷ ଅପେକ୍ଷାର ଅନ୍ତ ଘଟିଛି। ଆଜି ସମଗ୍ର ଦେଶ  ରାମନାମରେ ପ୍ରକମ୍ପିତ ହୋଇଉଠିଛି। ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦେଖିବା ପାଇଁ ଦେଶ ବିଦେଶରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟାରେ ପହଞ୍ଚିଥିଲେ।

ଏହି ଅବସରରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଧ୍ୟ ଅଯୋଧ୍ୟାରେ ପହଞ୍ଚିଥିଲେ। ତାଙ୍କ ସହ ମହାରାଣୀ ଲୀଳାବତୀ ପାଟମହାଦେଇ ମଧ୍ୟ ଅଯୋଧ୍ୟାକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର):  ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର...

ଆତଙ୍କ ଖେଳାଇଥିବା କୁମ୍ଭୀରକୁ ମାଡ଼ିବସିଲା ମତ୍ସ୍ୟଜୀବୀ

ପୁରୀ,୧୯।୧୦: ପୁରୀ ଜିଲାରେ ଆତଙ୍କ ଖେଳାଇଥିବା କୁମ୍ଭୀର ଶନିବାର ଧରାପଡ଼ିଛି। କୁମ୍ଭୀରଟି ମତ୍ସଜୀବୀଙ୍କ ଜାଲରେ ପଡ଼ିଛି। ମତ୍ସ୍ୟଜୀବୀମାନେ କୁମ୍ଭୀରକୁ କାବୁ କରି ବନ ବିଭାଗକୁ ଖବର...

ଜାଲ ସାର୍ଟିଫିକେଟରେ ଚାଲିଥିଲା ନର୍ସିଂହୋମ: ସିଲ୍‌ କଲା ପ୍ରଶାସନ

କେନ୍ଦ୍ରାପଡ଼ା,୧୯।୧୦: କେନ୍ଦ୍ରାପଡ଼ା ପୁରୁଣା ମେଡିକାଲ ରୋଡ୍‌ରେ ଥିବା ଏକ ନର୍ସିଂହୋମ ଉପରେ ଶନିବାର ବଡ଼ ଧରଣର ଚଢାଉ ହୋଇଛି। ବେଆଇନ ଭାବେ ଚାଲିଥିବା ସମ୍ପୃକ୍ତ ନର୍ସିଂହୋମକୁ...

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ...

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି...

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ):  ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri