ଛେରାପହଁରା କଲେ ଗଜପତି ମହାରାଜା

ପୁରୀ ଅଫିସ, ୧।୭: ରଥରେ ମଦନମୋହନ ବିଜେ କରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପାଇଁ ପହଞ୍ଚିଥିଲେ। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଗଜପତି ଛେରା ପହଁରା କରିସାରିବା ପରେ ନନ୍ଦିଷେଷ ରଥରେ ଛେରାପହଁରା କରିଥିଲେ। ଷେଷରେ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କରିଥିଲେ ଗଜପତି। ପରେ ଚାଳମାଳ ଫିଟାଯାଇ ଘୋଡା ପନ୍ଧାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରୁହା ଖାଦାନ ବନ୍ଦ ନିର୍ଦ୍ଦେଶ

ଯାଜପୁର,୨୭।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବେଆଇନ କ୍ରଶର ଏବଂ କଳାପଥର ଖାଦାନ ମାଲିକମାନେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ଏପରି କି ଲଘୁଖଣି...

କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୨୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ଆଜି ସକାଳୁ ସ୍ଥାନୀୟ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି...

ସରୁନି ଡୁବଡୁବି ନଦୀ ପୋଲ ନିର୍ମାଣ

ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ...

ଚାଷୀଙ୍କ ପାଖରେ ପହଞ୍ଚତ୍ପାରୁନି ଆଳୁ ବିହନ

ମହାକାଳପଡ଼ା, ୨୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଥିବା ଚାଷୀମାନଙ୍କୁ ଆଳୁଚାଷ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି। ବଜାରରେ ଆଳୁ ସଙ୍କଟ ଥିବା ସମୟରେ ଯେପରି ଚାଷୀଟିଏ...

ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ

ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା:ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା….

ବାରିପଦା,୨୭।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ହୋଇ ପଡ଼ିଥିବାରୁ ରୋଗୀଙ୍କ ମଧ୍ୟରେ ଉଦ୍‌ବେଗ...

ଗ୍ରହରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅଚେତ୍‌ କଲେ ଭଣ୍ଡବାବା: ଆଉ ତା’ପରେ…

ଡେରାବିଶ, ୨୭ା୧୧ ( ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ମିଶନ ଶକ୍ତି ଏମ୍‌ବିକେ କାର୍ଯ୍ୟ କରୁଥିବା ହିମାଂଶୁ ପାତ୍ରଙ୍କ...

ସ୍ତ୍ରୀଙ୍କୁ କବ୍‌ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ

ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri