Categories: ଗଞ୍ଜାମ

ରାତିରେ ଚାଲିଥିଲା ଜୁଆଆଡ୍ଡା: ୧୦ଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦ ଜଣଙ୍କୁ ଗିରଫ କରିବା ସହ ୫୦ ହଜାର ୪୦୦ ଟଙ୍କା ଜବତ କରିଛି।