ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ

କେସିଙ୍ଗା,୨।୧୦(ତୁମେଶ୍ୱର ସାହୁ): କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ୱାର୍ଡ ନଂ ୧୨ର ବାଲ୍ମୀକି ସମାଜ ମିଳିତ ସହଭାଗିତାରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷା ଡ. ପ୍ରୟାଗ ପ୍ରତିଶ୍ରୁତି ମାଝୀଙ୍କ ଅଧ୍ୟକ୍ଷତାରେ ସଫେଇ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଥିଲା। ପ୍ରଥମେ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀ ଏବଂ ବାଲ୍ମୀକି ସମାଜର ସଦସ୍ୟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସଫେଇ କରାଯାଇଥିଲା। ଏହାପରେ ସମସ୍ତେ ଏକ ପଦଯାତ୍ରା କରି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଜଗନ୍ନାଥ ପଡା ଶାଖା ପର୍ଯ୍ୟନ୍ତ ଯାଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର ଡ. ଆଶିଷ ଶତପଥୀ, ଫାର୍ମାସିଷ୍ଟ ଗୋପାଳ କୃଷ୍ଣ ପାଣିଗ୍ରାହୀ, ହିସାବ ରକ୍ଷକ ବିଶ୍ୱଭୂଷଣ ପଧାନୀ, ସାରଥୀ ଦେଇ, ମଧୁସ୍ମିତା ମହାନ୍ତି, ବିଭୁପ୍ରସାଦ ମହାପାତ୍ର, ନାରାୟଣ ସେଠୀ, ଟିକେ ରାମ ତାଣ୍ଡି ଓ ରୋଗୀ କଲ୍ୟାଣ ସମିତି ସଭ୍ୟ ବିଜୟ ଦୀପ ଏବଂ ବାଲ୍ମୀକି ସମାଜର ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ...

ହନୁମାନ ଜୟନ୍ତୀରେ ଗଦା ବୁଲାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଏମପି : ନାଚିଲେ ଭକ୍ତଙ୍କ ସହ

ପଦ୍ମପୁର,୧୫।.୪ (ପ୍ରଦୀପ୍ତ ଦାଶ) ଚଳିତ ବର୍ଷ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଆ ନବ ବର୍ଷ ତଥା ମହାବୀର ହନୁମାନଙ୍କ ଜନ୍ମତ୍ସବ ଅବସରରେ ବରଗଡ଼ ଜିଲା ପଦ୍ମପୁର...

ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହH ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ...

ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର...

ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ

ବଲାଙ୍ଗୀର,୧୫ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ...

ଆମ୍ବେଡକରଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଜରୁରୀ

ଥୁଆମୂଳ ରାମପୁର,୧୫।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଥୁଆମୂଳ ରାମପୁର ସଦର ମହକୁମା ଠାରେ ଦଳିତ ସଚେତନ ସଂଗଠନ ଥୁଆ ମୂଳ ରାମପୁର ଆନୁକୂଲ୍ୟରେ ସମ୍ବିଧାନ ପ୍ରଣେତା ବିଶ୍ବରତ୍ନ...

ଡହଡହ ଖରାକୁ ଖାତିର କଲେନି ଭକ୍ତ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ସତେ ଡହ ଡହ ଖରାରେ ଦାମୋଦର ପୁରସ୍ଥିତ ମା’ ଦକ୍ଷିଣ କାଳୀ ମନ୍ଦିରରେ ମେରୁସଂକ୍ରାନ୍ତି ଦେଖିବାକୁ ଭକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image