Posted inଜାତୀୟ

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ ଅଞ୍ଚଳକୁ ଯାଉଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ଜବରଦସ୍ତ କାର୍‌ରେ ନେଇଯାଇଥିଲେ। ପରେ ସେମାନେ ଯୁବତୀଙ୍କୁ ଗଣବଳାତ୍କାର କରିବା ସହ ତାଙ୍କ ବନ୍ଧୁଙ୍କୁ ମାଡ଼ ମାରିଥିଲେ। ପୋଲିସ କୋନ୍ଧଓ୍ବା ଅଞ୍ଚଳରୁ ଜଣେ ୩୬ ବର୍ଷୀୟ ସନ୍ଦିଗ୍ଧଙ୍କୁ ଗିରଫ କରିଛି।

ପୋଲିସ କହିବା ଅନୁଯାୟୀ ଜଣେ ଅଭିଯୁକ୍ତ କାର୍‌ରେ ଆସି ନିଜକୁ ଜଣେ ଆକ୍ଟିଭିଷ୍ଟ ବୋଲି ପରିଚୟ ଦେଇଥିଲେ। ଉକ୍ତ ଅଞ୍ଚଳରେ ଯୋଡ଼ିଙ୍କୁ ଯିବା ପାଇଁ ଅନୁମତି ନାହିଁ ବୋଲି କହିଥିଲେ। ଏହା ପରେ ଅଭିଯୁକ୍ତମାନେ ମହିଳାଙ୍କୁ ଧମକ ଦେଇ ଜବରଦସ୍ତ କାର୍‌ରେ ଉଠାଇନେଇଥିଲେ। ଏକ ଫାଙ୍କା ରାସ୍ତାରେ ସେମାନେ ଯୁବତୀଙ୍କୁ ବଳାତ୍କାର କରିବା ପରେ ଆହତ ଅବସ୍ଥାରେ ରାସ୍ତାରେ ଫିଙ୍ଗି ଚାଲିଯାଇଥିଲେ। ପୀଡ଼ିତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ଶୁକ୍ରବାର ସକାଳେ କୋନ୍ଧଓ୍ବା ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇବା ସହ ଅନ୍ୟ ୨ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚ ପ୍ୟାଡ ଚିହ୍ନଟ କଲା ଭାରତ, ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ: ରିପୋର୍ଟ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ଭାରତୀୟ ସୁରକ୍ଷା ବାହିନୀ ତୀକ୍ଷ୍ଣ ନଜର ରଖିଛି। ଗୋଇନ୍ଦା ରିପୋର୍ଟ ଅନୁଯାୟୀ,...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ

ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ...

୨ ପରିବାର ମଧ୍ୟରେ ଗଣ୍ଡଗୋଳ,୩ ଗୁରୁତର

ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି।...

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା...

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଫାଇନାଲ ରିପୋର୍ଟ

ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍‌ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା...

Video: ମଞ୍ଚ ଉପରେ ପୋଲିସକୁ ଉପରକୁ ହାତ ଉଠାଇଲେ ମୁଖ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ବେଙ୍ଗାଳୁରୁ, ୨୮।୪: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏକ ଜନସଭା ମଞ୍ଚରେ ଜଣେ ପୋଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବାକୁ ଇଙ୍ଗିତ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ...

ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ

ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image