Posted inଜାତୀୟ

ଗ୍ୟାଙ୍ଗଷ୍ଟର ଅନିଲ ଦୁଜାନା ମିରଟ ପୋଲିସ ଏନକାଉଣ୍ଟରରେ ନିହତ

ମିରଟ,୪।୫: ଗ୍ୟାଙ୍ଗଷ୍ଟର ଅନିଲ ଦୁଜାନା ଗୁରୁବାର ଏସଟିଏଫର ଏନକାଉଣ୍ଟରେ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କୁଖ୍ୟାତ ଅପରାଧୀ ଅନିଲ ଦୁଜାନା ମିରଟରେ ଭୋଲା ଝାଲରେ ସକ୍ରିୟ ଥିବା ସୂଚନା ମିଳିବା ପରେ ଏସଟିଏଫ ତାଙ୍କୁ ଚାରି ପଟରୁ ଘେରି ଯାଇଥିଲା। କୁହାଯାଉଛି କି ସେ ପୋଲିସ ଉପରକୁ ଫାୟାରିଂ କରି ଫେରାର ହେବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ପୋଲିସ ଗୁଳି ବାଜିବାରୁ ତାଙ୍କର ମୃତ୍ୟୁ ହୋଇଛି।

ସୂଚନାଯୋଗ୍ୟ, ଅନିଲ ଦୁଜାନାଙ୍କ ନାମରେ ଉତ୍ତର ପ୍ରଦେଶ ସମେତ ଅନ୍ୟ ରାଜ୍ୟରେ ପ୍ରାୟ ୫୦ଟି ହତ୍ୟା ମାମଲା ରହିଛି। ଏହା ବ୍ୟତୀତ କିଚି ନିର୍ଯ୍ୟାତନା ମାମଲା ବି ରହିଛି ଦୁଜାନାଙ୍କ ନାମରେ। ବାଦଲପୁରର ଦୁଜାନା ଗାଁ କେବେ କୁଖ୍ୟାତ ସୁନ୍ଦର ସାଗର ଓରଫ ସୁନ୍ଦର ଡାକୁ ନାମରେ ପରିଚିତ ଥିଲା। ୭୦ ଓ ୮୦ ଦଶକରେ ଦିଲ୍ଲୀରେ ଲୋକେ ସୁନ୍ଦରଙ୍କୁ ଭୟ କରୁଥିଲେ। ସେ ତତ୍କାଳନିନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ବି ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ। ଏହି ଦୁଜାନା ଗାଁର ବାସିନ୍ଦା ହେଉଛନ୍ତି ଅନିଲ ଦୁଜାନା। ପୋଲିସ ରେକର୍ଡରେ ୨୦୦୨ରେ ଗାଜିଆବାଦର କବି ନଗର ଥାନରେ ତାଙ୍କ ବିରୋଧରେ ହରବିର କୁସ୍ତିଯୋଦ୍ଧାଙ୍କ ହତ୍ୟାର ପ୍ରଥମ ମାମଲା ଦାୟର କରାଯାଇଥିଲା। ମୁଜଫରନଗରର ରୋହାନାରେ ବି ଏକ ହତ୍ୟା ମାମଲାରେ ସେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri