ଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆ

ବୌଦ୍ଧ,୨୫।୩: ବୌଦ୍ଧ ଅଞ୍ଚଳରୁ ଛତିଶଗଡ଼କୁ ଗଞ୍ଜେଇ ଚାଲାଣବେଳେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଚଢାଉ କରିଥିବା STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଛନ୍ତି ଗଞ୍ଜେଇ ମାଫିଆ। ଫଳରେ ୨ଜଣ STF କର୍ମଚାରୀ ଆହତ ହୋଇଥିବା ବେଳେ ଜଣେ ଗଞ୍ଜେଇ ମାଫିଆ ମଧ୍ୟ ଗୁରୁତର ଥିବା ସୂଚନା ମିଳିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।

ଆହତ କର୍ମଚାରୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ଖେଳି ଯାଇଛି। ଖବର ପାଇ ପୋଲିସ ଟିମ୍‌ ସହ ଅବକାରୀ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। STF କର୍ମଚାରୀ ୩ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri