Posted inଜାତୀୟ

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ୬ ମୃତ

ସିକନ୍ଦରାବାଦ,୨୨।୧୦: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି।
ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆଇ ସହିତ କଥାବାର୍ତ୍ତା କରି ଚନ୍ଦ୍ର ପ୍ରକାଶ ସିଂ କହିଛନ୍ତି, ଆଶାପୁରୀ କଲୋନୀରେ ରାତି ୮ଟା ୩୦ରୁ ୯ଟା ମଧ୍ୟରେ ଏକ ସିଲିଣ୍ଡର ବିସ୍ଫୋରଣ ଘଟିଛି। ସେତେବେଳେ ଘରେ ୧୮-୧୯ଜଣ ଲୋକ ଥିଲେ, ୮ ଜଣଙ୍କୁ ଉଦ୍ଧାର କରାଯାଇଥିବା ସେମାନଙ୍କ ଅବସ୍ଥା ଗୁରୁତର ଥିଲା। ମୁଖ୍ୟ ଚିକିତ୍ସା ଅଧିକାରୀ ୫ଜଣଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି, ୩ ଜଣ ଆହତ ଏବେବି ଚିକିତ୍ସିତ ହେଉଛନ୍ତି, ସେଥିମଧ୍ୟରୁ ଜଣେ ଗୁରୁତର ଅବସ୍ଥାରେ ଅଛନ୍ତି କିନ୍ତୁ ତାଙ୍କ ଚିକିତ୍ସା ଚାଲିଛି।
ଶ୍ରୀ ସିଂ କହିଛନ୍ତି ଯେ ଅଗ୍ନିଶମ ବାହିନୀ ଟିମ୍‌, ପୋଲିସ ଟିମ୍‌ , ମ୍ୟୁନିସିପାଲିଟି କର୍ପୋରେସନ ଟିମ, ମେଡିକାଲ ଟିମ, ଏନଡିଆରଏଫ ଟିମ ଘଟଣାସ୍ଥଳରେ ଅଛନ୍ତି।
ଜିଲା ମାଜିଷ୍ଟ୍ରେଟ କହିଛନ୍ତି ଯେ ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିସ୍ଫୋରଣର ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image