ଘରେ ନିଆଁ ଲାଗି ଫାଟିଗଲା ଗ୍ୟାସ୍‌ ଟାଙ୍କି: ଉଡ଼ିଗଲା ଆଜ୍‌ବେଷ୍ଟସ୍‌,ଆସବାବପତ୍ର ପୋଡ଼ି ପାଉଁଶ

ସାକ୍ଷୀଗୋପାଳ,୧୦ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଡାଙ୍ଗୁରା ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗଙ୍ଗାଧର ସେନାପତିଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ ଯୋଗୁ ଘରେ ଥିବା ଗ୍ୟାସ୍‌ ଟାଙ୍କି ଫାଟିଯାଇଥିଲା। ଫଳରେ ଘରର ଆଜ୍‌ବେଷ୍ଟସ୍‌ ସମେତ ରୋଷେଇ ଘରର ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। କିଛି ଦିନ ପୂର୍ବରୁ ଗଙ୍ଗାଧରଙ୍କ ପାଳଗଦାରେ କେହି ନିଆଁ ଲଗାଇ ଦେଇଥିଲେ। ଏନେଇ ସେ ବଳଙ୍ଗା ଥାନାରେ ଅଭିଯୋଗ କରିଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଘର ଉପରକୁ କେହି ବୋମାମାଡ଼ କରିଥିବା ସେ କହିଛନ୍ତିି। ଖବରପାଇ ସାକ୍ଷୀଗୋପାଳ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ଏନେଇ ତାଙ୍କ ପରିବାର ପକ୍ଷରୁ ବଳଙ୍ଗା ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ନାବାଳିକା ଛାତ୍ରୀ ଅପହୃତ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକଏକ...

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି...

ପାଣ୍ଡିଆନଙ୍କ ଗୁମର ଖୋଲିଦେଲେ ପ୍ରଭାତ, କହିଲେ ଭୟଙ୍କର ଷଡଯନ୍ତ୍ର

ଭୁବନେଶ୍ୱର,୧୦।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ପରେ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ...

ମା’ ଦକ୍ଷିଣକାଳୀଙ୍କ ଦଣ୍ଡଯାତ୍ରା: ଭକ୍ତଙ୍କୁ ଆକୃଷ୍ଟ କରୁଛି ଧୂଳିଦଣ୍ଡ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଗଞ୍ଜାମ ଜିଲା ପ୍ରସିଦ୍ଧ ମା’ କାଳୀଙ୍କ ଦଣ୍ଡଯାତ୍ରା ପର୍ବ ଆସନ୍ତା ମେରୁ ସଂକ୍ରାନ୍ତିରେ ଶେଷ ହେବ। ବିଭିନ୍ନ...

Vastu Dosh: ସର୍ବଦା ମା’ ଲକ୍ଷ୍ମୀଙ୍କ କୃପା ପାଇବାକୁ ଚାହୁଁଛନ୍ତି କି?ଭୁଲ୍‌ରେ ବି ଘରେ କରନ୍ତୁ ନାହିଁ ଏହି ଗୋଟିଏ କାମ…

ମା’ ଲକ୍ଷ୍ମୀ ସ୍ବଭାବରେ ଚଞ୍ଚଳ ଏବଂ କ୍ରୋଧୀ। ଯେଉଁ ଘରେ ଲକ୍ଷ୍ମୀ ବାସ କରନ୍ତି, ସେଠାରେ ସୁଖ, ଧନ, ସମୃଦ୍ଧି, ବିଳାସର ଅଭାବ ହୁଏ ନାହିଁ।...

ଭାଇରାଲ ହେଉଛି ପାଣ୍ଡିଆନଙ୍କ ଭିଡିଓ, ସେଦିନ ପ୍ରଭାତଙ୍କୁ କହିଥିଲେ…

ଭୁବନେଶ୍ୱର,୧୦।୪: ସଂସଦର ଉଭୟ ସଦନରେ ଓ୍ବକଫ ବିଲ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି...

ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଟିଟିଲାଗଡ଼,୧୦ା୪(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବୈଷ୍ଣବଦେବୀ ମନ୍ଦିର ସମ୍ମୁଖରେ ଜାଲ୍‌ ନୋଟ୍‌ କାରବାର ଚାଲିଥିବା ବେଳେ ମାଡ଼ିବସିଛି ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)। ଏସ୍‌ଟିଏଫ୍‌ ଟିମ...

“ଅତି ଚତୁର ବ୍ୟକ୍ତି”: ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ମଧ୍ୟରେ ସି ଜିନପିଙ୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ୱାଶିଂଟନ୍, ୧୦ା୪: ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଯୋଗୁଁ ସାରା ବିଶ୍ୱରେ ଆର୍ଥିକ ଝଡ଼ ସୃଷ୍ଟି ହୋଇଛି, ଯାହା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image