Posted inଜାତୀୟ

ଗୌତମ ଆଦାନୀଙ୍କ ବଡ଼ ଘୋଷଣା: ମିଳିବ ବମ୍ପର ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୪।୧୧: ଦେଶର ଅନ୍ୟତମ ଧନୀ ବ୍ୟବସାୟୀ ଗୌତମ ଆଦାନୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ତାଙ୍କ ଆଦାନୀ ଗ୍ରୁପ ମାଧ୍ୟମରେ ଆମେରିକାରେ ୧୦ ବିଲିୟନ ଡଲାର ବିନିଯୋଗ କରିବାକୁ ଘୋଷଣା କରିଛନ୍ତି। ଆମେରିକାରେ ଶକ୍ତି ଏବଂ ଭିତ୍ତିଭୂମି କ୍ଷେତ୍ରରେ ୧୦ ବିଲିୟନ ଡଲାର ବିନିଯୋଗ କରିବାକୁ ଆଦାନୀ ଏକ ପୋଷ୍ଟ କରିଛନ୍ତି।

ଆମେରିକାର ନୂତନ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇ ଆମେ ୧୫,୦୦୦ ନିଯୁକ୍ତି ସୃଷ୍ଟି କରିବାର ଲକ୍ଷ୍ୟ ନେଇ ଆମେରିକାର ଶକ୍ତି ସୁରକ୍ଷା ଏବଂ ଦୃଢ ଭିତ୍ତିଭୂମି ପ୍ରକଳ୍ପରେ ୧୦ ବିଲିୟନ ଡଲାର ବିନିଯୋଗ କରିବାକୁ ପ୍ରତିଶ୍ରୁତିବଦ୍ଧ।

ଗୌତମ ଆଦାନୀଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହି ପୋଷ୍ଟ ପରେ ଏହା ସ୍ପଷ୍ଟ ଯେ, ଆଦାନୀ ଗ୍ରୁପ ଭାରତ ଏବଂ ଆମେରିକା ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ଗଭୀର କରିବା ପାଇଁ ପଦକ୍ଷେପ ନେଇଛି। ଯଦିଓ ସେ ଆମେରିକାରେ ଆରମ୍ଭ ହେବାକୁ ଥିବା ପ୍ରକଳ୍ପଗୁଡିକ ବିଷୟରେ ବିସ୍ତୃତ ସୂଚନା ଦେଇନାହାଁନ୍ତି, କିନ୍ତୁ ଶକ୍ତି ଏବଂ ଭିତ୍ତିଭୂମି ବିଷୟରେ ଉଲ୍ଲେଖ କରି ସେ ସ୍ପଷ୍ଟ କରିଛନ୍ତି ଯେ, ଦ୍ୱିପାକ୍ଷିକ ସହଯୋଗର ଭାରତର ପ୍ରତିବଦ୍ଧ ା ଏହି କ୍ଷେତ୍ରରେ ନିରନ୍ତର ପୁଞ୍ଚି ବିନିଯୋଗ ଦ୍ୱାରା ପୂରଣ ହେବ।
ନଭେମ୍ବର ୬ରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। ଆଦାନୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇ ଏକ ଏକ୍ସ ପୋଷ୍ଟ କରିଥିଲେ। ସେହି ପୋଷ୍ଟରେ ଆଦାନୀ ଲେଖିଥିଲେ ଯେ … ଯଦି ପୃଥିବୀରେ ଜଣେ ବ୍ୟକ୍ତି ଅଛନ୍ତି, ଯିଏ ଅଦମ୍ୟ ଧୈର୍ଯ୍ୟ, ନିରନ୍ତର ନିଷ୍ଠା ଏବଂ ନିଜ ବିଶ୍ୱାସରେ ରହିବାକୁ ସାହସର ପ୍ରତୀକ ହେଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଏହା ଆକର୍ଷଣୀୟ ଅଟେ। ଆମେରିକାର ଗଣତନ୍ତ୍ର ଏହାର ଲୋକଙ୍କୁ ସଶକ୍ତ କରୁଛି ଏବଂ ଦେଶର ପ୍ରତିଷ୍ଠା ନୀତିକୁ ସମର୍ଥନ କରୁଛି ୪୭ତମ ନିର୍ବାଚିତ ଆମେରିକାର ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ବଡ଼ ଓଲଟପାଲଟ! ଫଳାଫଳ ପୂର୍ବରୁ ଚମକାଇଲା ଆଉ ଏକ ଏକଜିଟ୍‌ ପୋଲ୍‌

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରର ମହାଯୁଦ୍ଧକୁ ନେଇ ରାଜନୀତି ସରଗରମ ରହିଛି। ଯଦି ଭାଜପା-ଶିବସେନା ଏବଂ ଏନସିପି ନେତୃତ୍ୱରେ ମହାୟୁତି ସରକାର ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ କିଏ...

ଫଳାଫଳ ପୂର୍ବରୁ ପୋଷ୍ଟର ରାଜନୀତି: ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ସଜେଇ ଦେଲେ

ପୁଣେ,୨୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୩ରେ ପ୍ରକାଶ ପାଇବ। ଏହା ପୂର୍ବରୁ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି। ଫଳାଫଳର ଗୋଟିଏ...

ଆମେ ଦିଲ୍ଲୀ ସରକାରଙ୍କ ଜବାବରେ ସନ୍ତୁଷ୍ଟ ନାହୁଁ: ପ୍ରଦୂଷଣକୁ ନେଇ ଦିଲ୍ଲୀ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଦେଶର ରାଜଧାନୀ ପ୍ରଦୂଷିତ ହେବାରେ ଲାଗିଛି। ରାଜଧାନୀରେ ପ୍ରଦୂଷଣ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ସମୟରେ ଦିଲ୍ଲୀ ସରକାରଙ୍କ ଉତ୍ତର...

ବିବାହ ଷ୍ଟେଜରେ ବନ୍ଧୁଙ୍କୁ ଉପହାର ଦେଉଥିବା ବେଳେ ହେଲା ହାର୍ଟ ଆଟାକ୍‌…, ଦେଖନ୍ତୁ ଭିଡିଓ

ହାଇଦରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘଟଣାହେଲା, ରାଜ୍ୟର ଏକ ସ୍ଥାନରେ ଏକ ବିବାହ ଚାଲିଥିଲା, ଯେତେବେଳେ ଜଣେ...

ମାଛଧରା ବୋଟ ସହିତ ମାଡ଼ ହେଲା ନୌସେନାର ବୁଡ଼ା ଜାହାଜ, ୨ ମତ୍ସ୍ୟଜୀବୀ ନିଖୋଜ

ଭୁବନେଶ୍ୱର,୨୨।୧୧:ଗୋଆ ଉପକୂଳ ନିକଟରେ ଏକ ଭାରତୀୟ ନୌସେନା ବୁଡ଼ାଜାହାଜ ଏକ ଭାରତୀୟ ମତ୍ସ୍ୟଜୀବୀ ଜାହାଜ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଦୁଇ ଜାହାଜରେ ୧୩ ଜଣ ନାବିକ...

ମହଙ୍ଗା ପଡିଲା ଅଇଁଠା ଆଇସକ୍ରିମ ବିକିବା, ଜଣାପଡିବା ପରେ…

ଥିରୁଭାନନ୍ତପୁରମ,୨୨।୧୧: କେରଳର କୋଡୁଭାଲୀ ନିକଟ କିଜାକୋଥୁ ପଞ୍ଚାୟତରେ ଅବସ୍ଥିତ ଏକ ପପ୍ସିକଲ ଦୋକାନ ଆଇସ ମି ନିକଟରେ ଭାଇରାଲ ଭିଡିଓ ଯୋଗୁଁ ବିବାଦ ଘେରକୁ ଆସିଯାଇଛି।...

ଏକଜିଟ ପୋଲ ହୋଇଯିବ ଭୁଲ୍‌! ଫଳାଫଳ ପୂର୍ବରୁ ଏହି ଆକଳନ କରିବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ଶନିବାର ଅର୍ଥାତ୍‌ ୨୩ ନଭେମ୍ବରରେ ଆସିବ। ସେହି ଦିନ ରାଜସ୍ଥାନ ଏବଂ ୟୁପିରେ ଅନୁଷ୍ଠିତ ଉପ-ନିର୍ବାଚନର...

ମ୍ୟାଜିକ୍‌ ନମ୍ବର ନ ଛୁଇଁଲେ ବି ସରକାର ଗଢିବ ମହାୟୁତି! ଜାଣନ୍ତୁ ଭାଜପାର ପ୍ଲାନ୍‌ ବି…

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ନିର୍ବାଚନରେ ଭୋଟ ସରିଛି। ବର୍ତ୍ତମାନ ଫଳାଫଳକୁ ଅପେକ୍ଷା କରାଯାଇଛି। ନିର୍ବାଚନର ଫଳାଫଳ କାହା ସପକ୍ଷରେ ରହିବ ତାହା ଉପରେ ଦେଶର ନଜର ରହିଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri