ଗାଜାରେ ମୃତ୍ୟୁସଂଖ୍ୟା ୪୦୦୦ ଟପିଲା

ଜେରୁଜେଲମ୍‌,୨୧ା୧୦: ଇସ୍ରାଏଲ୍‌-ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ଶନିବାର ୧୫ଦିନରେ ପହଞ୍ଚିଛି। ତଥାପି ସ୍ଥିତିରେ କୌଣସି ପରିବର୍ତ୍ତନ ଆସିନାହିଁ। ଇସ୍ରାଏଲ ସେନା କ୍ରମାଗତ ଭାବରେ ହମାସ୍‌ ସ୍ଥିତିକୁ ଟାର୍ଗେଟ କରି ପ୍ରତିଶୋଧ ପରାୟଣ ହୋଇ ଆକ୍ରମଣ କରୁଛନ୍ତି। ଏହି ସମୟରେ ପାଲେଷ୍ଟାଇନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଅକ୍ଟୋବର ୭ରେ ହମାସ୍‌ ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷ ବଢ଼ିବା ପରେ ଗାଜାରେ ମୃତ୍ୟୁସଂଖ୍ୟା ୪,୩୮୫କୁ ବୃଦ୍ଧି ପାଇଛି ଏବଂ ୧୩,୬୫୧ ଜଣ ଆହତ ହୋଇଛନ୍ତି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ମୃତକଙ୍କ ମଧ୍ୟରେ ୧୭୫୬ ଶିଶୁ ଏବଂ ୯୭୬ ମହିଳା ଅଛନ୍ତି। ଏଥି ସହିତ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଗାଜା ଜିତିବା ପର୍ଯ୍ୟନ୍ତ ଏହି ସଂଗ୍ରାମ ଜାରି ରହିବ। ସେ ଏହା ମଧ୍ୟ ସୂଚାଇ ଦେଇଛନ୍ତି, ଇସ୍ରାଏଲ ସେନାର କାର୍ଯ୍ୟକଳାପକୁ କୌଣସି ପ୍ରକାରେ ବନ୍ଦ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri