Posted inଜାତୀୟ

ଫୋନ ପାଇଁ ୧୫ କି.ମି. ରାସ୍ତାରେ ଘୋଷାଡିଲେ ଲୁଟେରା, ବିଟେକ୍‌ ଛାତ୍ରୀଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ, ସାମ୍ନାକୁ ଆସିଲା ଗାଜିଆବାଦ ଘଟଣାର ପୂରା ଭିଡିଓ…

ଗାଜିଆବାଦ, ୩୧।୧୦: ଗାଜିଆବାଦର ଏକ ଅଟୋ ରିକ୍ସାରେ ଯାତ୍ରା କରୁଥିବା କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷର ଛାତ୍ରୀ କିର୍ତ୍ତି ସିଂ (୧୯) ଗତ ଶୁକ୍ରବାର ଲୁଟ୍‌ର ଶିକାର ହୋଇଥିଲେ। କିର୍ତ୍ତି ଏବଂ ତାଙ୍କ ସାଙ୍ଗ ୯ ନମ୍ବର ଜାତୀୟ ରାଜପଥରେ ଯାଉଥିବା ବେଳେ ଜଣେ ଯୁବକ କିର୍ତ୍ତିଙ୍କଠାରୁ ଫୋନ ଛଡାଇ ନେବାକୁ ଚେଷ୍ଟା କରିଥିଲେ,ହେଲେ ଏଥିରେ ସେ ବିଫଳ ହୋଇଥିଲେ। ଏଥିରେ କ୍ରୋଧିତ ହୋଇ ଲୁଟେରା କିର୍ତ୍ତିଙ୍କ ହାତକୁ ଅଟୋ ଭିତରୁ ଘୋଷାଡି ଆଣିଥିଲେ। ଫଳରେ କିର୍ତ୍ତି ରାସ୍ତାରେ ପଡିଯାଇଥିଲେ। ପଡିଯିବା ପରେ କିର୍ତ୍ତିଙ୍କ ହାତକୁ ଧରି ଲୁଟେରା ୧୫ କିଲୋମିଟର ପର୍ଯ୍ୟନ୍ତ ଟାଣିନେଇଥିଲେ। ଏଥିରେ କିର୍ତ୍ତି ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ଏହି ଦୁଃଖଦାୟକ ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ...

ବିବେକ ଦେବରୟ କିଏ? ଜେଜେ-ଜେଜେମା’ ଆସିଥିଲେ ବାଂଲାଦେଶରୁ ସେ କିନ୍ତୁ ପାଲଟି ଯାଇଥିଲେ ମୋଦିଙ୍କ ଚାଣକ୍ୟ

ନୂଆଦିଲ୍ଲୀ,୧।୧୧: ଅର୍ଥନୈତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚାଣକ୍ୟ ଥିତବା ବ୍ୟକ୍ତି ଏହି ଦୁନିଆରେ ଆଉ ନାହାଁନ୍ତି। ଯେଉଁ ବ୍ୟକ୍ତି ଦାରିଦ୍ର୍ୟର ଏକ ନୂତନ ମାନର ପ୍ରଚାର...

ଶିବକୁମାରଙ୍କ କଥା ଶୁଣି ରାଗିକି ପଞ୍ଚମ ହୋଇଗଲେ ଖାର୍ଗେ: କହିଦେଲେ…

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ‘ଶକ୍ତି’ ଯୋଜନାକୁ ପୁନର୍ବିଚାର କରିବା ବିବୃତ୍ତିରେ ରାଗିଛନ୍ତି। ଖାର୍ଗେ ଶିବକୁମାରଙ୍କୁ ସ୍ପଷ୍ଟ ଭାବରେ...

ଜାତି ବଦଳାଇଲେ ଶିଆ ଓ୍ବାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ

ନୂଆଦିଲ୍ଲୀ,୧।୧୧: ୨୦୨୧ରେ ସନାତନ ଧର୍ମ ଗ୍ରହଣ କରି ଲାଇମ ଲାଇଟକୁ ଆସିଥିବା ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଏଥର ନିଜର ଜାତି...

ନଭେମ୍ବରରେ ରୁହନ୍ତୁ ସାବଧାନ! ଏଥର ପଡିବ ପ୍ରବଳ ଥଣ୍ଡା

ନୂଆଦିଲ୍ଲୀ,୧।୧୧: ଚଳିତ ବର୍ଷ ଶୀତ ଦେଶର ଅନେକ ରାଜ୍ୟରେ ରେକର୍ଡ ଭାଙ୍ଗିବାକୁ ଯାଉଛି, ଯାହାକୁ ନେଇ ପାଣିପାଗ ବିଭାଗ ମଧ୍ୟ ଏକ ସତର୍କ ସୂଚନା ଜାରି...

ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧।୧୧: ଅର୍ଥନୀତିଜ୍ଞ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ ବିବେକ ଦେବ୍ରୋଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା।...

ମହାରାଷ୍ଟ୍ର ନିର୍ବାଚନ: ଅଖିଳେଶ-ଓୱାଇସିଙ୍କ ଭାଙ୍ଗିଲା ସ୍ବପ୍ନ, ପ୍ରି-ପୋଲ ସର୍ଭେ ହଜାଇଲା ନିଦ

ଦେଶ ନଜର ରଖିଛି। ଏହି ସମୟରେ ଏକ ପ୍ରି-ପୋଲ ସର୍ଭେ ବାହାରିଛି, ଯେଉଁଥିରେ ଏମଭିଏର ଏକ ବଡ଼ ସୁବିଧା ହେଉଥିବା ଜଣାପଡିଛି । ସର୍ଭେ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri