Categories: ଜାତୀୟ

ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ,୧୬।୧୦-ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଶୁକ୍ରବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ହୋମ କ୍ବାରାଣ୍ଟାଇନରେ ଅଛି। ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଦୟାକରି ପ୍ରୋଟୋକଲ ଅନୁସରଣ କରନ୍ତୁ।

Share