ଜର୍ଜିଆ ମେଲୋନି ଇଟାଲୀର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ…

ରୋମ,୨୨।୧୦ :  ଇଟାଲୀର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ ଜର୍ଜିଆ ମେଲୋନି ଶନିବାର ଶପଥ ଗ୍ରହଣ କରିଛନ୍ତି। ୪୫ ବର୍ଷ ବୟସ୍କା ମେଲୋନି ପ୍ରଥମ ଦକ୍ଷିଣପନ୍ଥୀ ନେତ୍ରୀ ଭାବେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିଛନ୍ତି। ଇଟାଲୀର ରାଷ୍ଟ୍ରପତି ସେର୍ଗିଓ ମାଟାରେଲାଙ୍କ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷରୁ କମ ବୟସର ପିଲାଙ୍କୁ ସୋସିଆଲ ମିଡିଆ ମନା, ଏମିତି ନ ହେଲେ ଦାୟୀ ରହିବେ କମ୍ପାନୀ

କାନବେରା,୨୯।୧୧: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ ଶୁକ୍ରବାର ଘୋଷଣା କରିଛନ୍ତି ଯେ ସୋସିଆଲ ମିଡିଆ କମ୍ପାନୀଗୁଡିକର ପିଲାମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ସାମାଜିକ ଦାୟିତ୍ୱ...

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ...

ଚିନ୍ମୟ ଦାସଙ୍କ ଗିରଫକୁ ନେଇ ଗର୍ଜିଲେ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୨୮।୧୧: ବହିଷ୍କୃତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ଭିକ୍ଷୁ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ...

ନିଜ ବନ୍ଧୁ ଉପରେ ଭରସା କରି ପାରୁନାହିଁ ଚାଇନା!

ବେଜିଂ,୨୮।୧୧: ପାକିସ୍ତାନ ଏବଂ ଚାଇନା ମଧ୍ୟରେ ବନ୍ଧୁତା ଭଲ ବୋଲି ବିବେଚନା କରାଯାଏ। ତେବେ ନିକଟ ଅତୀତରେ ଏଭଳି ଘଟଣା ଘଟିଛି ଯେଉଁଥିପାଇଁ ଚାଇନା ଆଉ...

ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ

ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ...

ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବିରତି:ଶାନ୍ତି ଫେରାଇ ଆଣିବା ପାଇଁ ଆହ୍ବାନ

ତେଲ୍‌ଆଭିଭ/ବେରୁଟ୍‌,୨୮ା୧୧ ହେଜ୍‌ବୋଲ୍ଲା ବିରୋଧରେ ଅନେକ ମାସର ଯୁଦ୍ଧ ପରେ ମଧ୍ୟପ୍ରାଚ୍ୟକୁ ଶାନ୍ତି ଫେରାଇ ଆଣିବା ପାଇଁ ସାରା ବିଶ୍ୱରୁ ଆହ୍ବାନ ଦିଆଯିବାରୁ ଲେବାନନ୍‌ରେ ଇସ୍ରାଏଲ୍‌ ପକ୍ଷରୁ...

ପ୍ରତି ୨୧ ଘଣ୍ଟାରେ ଗ୍ରହର ନୂଆ ବର୍ଷ

ବ୍ରିସ୍‌ବେନ୍‌, ୨୮।୧୧:ଜ୍ୟୋତିର୍ବିଜ୍ଞାନୀମାନେ ଆମ ସୌର ଜଗତ ବାହାରେ ଏକ ବିରଳ ଗ୍ରହର ଆବିଷ୍କାର କରିଛନ୍ତି, ଯାହାର ଗୋଟିଏ ବର୍ଷ ମାତ୍ର ୨୧ ଘଣ୍ଟାରେ ଶେଷ ହୋଇଥାଏ।...

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri