Posted inଫୁରସତ

ରେଳ ଷ୍ଟେଶନରେ ଏମିତି ଗୀତରେ ଡ୍ୟାନ୍ସ କଲେ ଯୁବତୀ, ୟୁଜର୍ସ ହେଲେ ପାଗଳ

ସୋସିଆଲ ମିଡିଆରେ କ’ଣ କେତେବେଳେ ଭାଇରାଲ ହେଉଛି ତାହା କହି ହେଉ ନାହିଁ। ବର୍ତ୍ତମାନ ଏକ ରେଳଷ୍ଟେଶନରେ ଜଣେ ଯୁବତୀ ଡ୍ୟାନ୍ସ କରୁଥିବା ଭିଡିଓ ଭାଇରାଲ ହେଉଛି। ଯୁବତୀ ଜଣକ ପ୍ଲାଟଫର୍ମରେ ‘ସାତ୍‌ ସମୁଦର ପାର୍‌’ ଗୀତରେ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଏହି ଭିଡିଓଟି ୟୁଜର୍ସମାନଙ୍କୁ ବେଶ୍‌ ପସନ୍ଦ ଆସିଛି। ସହେଲି ରୁଦ୍ର ନାମକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଭିଡିଓଟି ଶେୟାର କରାଯାଇଛି। ଏଥିରେ ସହେଲି ପ୍ଲାଟଫର୍ମ ରିମିକ୍ସ ଟ୍ରାକ୍‌ ଡ୍ରାନ୍ସ କରୁଥିବା ଦେଖିବାକୁ ମିଳିଛି। ତାଙ୍କର ଡ୍ୟାନ୍ସ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼ ଲାଗିଥିଲା।

ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୧.୫ ମିଲିୟନ ଲୋକ ପସନ୍ଦ କରିଥିବା ବେଳେ ୨୦ ହଜାରରୁ ଅଧିକ କମେଣ୍ଟ ବି ଦେଇଛନ୍ତି ୟୁଜର। ସହେଲି ମୁହଁରେ ମାସ୍କ ଲଗାଇ ଏହି ଡ୍ୟାନ୍ସ କରୁଥିଲେ। ସେ ଖୁବ୍‌ ସୁନ୍ଦର ନୃତ୍ୟ ପ୍ରଦର୍ଶନ କରିଛନ୍ତି। ଏହି ଗୀତଟି ଫିଲ୍ମ ‘ବିଶ୍ୱାତ୍ମା’ର। ଏଥିରେ ଦିବ୍ୟା ଭାରତୀ ଏବଂ ସନି ଦେଓଲ ଅଭିନୟ କରିଥିଲେ। ‘ସାତ୍‌ ସମୁଦର ପାର୍‌’ ଗୀତଟି ସେତେବେଳେ ଖୁବ୍‌ ଲୋକପ୍ରିୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri