ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ ପାଇଁ ୧୦୦ ବେଡ୍‌ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳି ସାରିଛି। ଏ ନେଇ ଶୁକ୍ରବାର ମଧ୍ୟ ଭାରତ ଜିଓସି ବା ଜେନେରାଲ ଅଫିସର କମାଣ୍ଡିଂ, ଲେଫ୍ଟନାଣ୍ଟ ଜେନେରାଲ ଏସ୍‌. ମୋହନ ସୂଚନା ଦେଇଛନ୍ତି। ଭୁବନେଶ୍ୱର ସୈନିକ ସ୍କୁଲ ଗସ୍ତ ଅବସରରେ ଛାତ୍ରୀଛାତ୍ରଙ୍କୁ ନିଜ ଅଭିଜ୍ଞତା ବଖାଣିବା ସହ ଦେଶ ପାଇଁ ନିଜ ଦାୟିତ୍ୱ ସମ୍ପର୍କରେ ସେ ଅବଗତ କରାଇଥିଲେ। ଛାତ୍ରୀଛାତ୍ରଙ୍କୁ ନିଜ ଲକ୍ଷ ସମ୍ପର୍କରେ ପଚାରି ସେନାରେ ଯୋଗଦେବା ପାଇଁ ଉତ୍ସାହିତ କରିଛନ୍ତି। ଏହି ଅବସରରେ ପାକିସ୍ତାନ ଉପରେ ଭାରତର ୧୯୭୧ ଯୁଦ୍ଧ ବିଜୟର ସ୍ମୃତି ବହନ କରୁଥିବା ମଶାଲ ଶୋଭାଯାତ୍ରା ଭୁବନେଶ୍ୱରେ ଅକ୍ଟୋବର ୨୦ରେ ପହଞ୍ଚିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ...

କେଏଲ୍‌ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍‌ ପୂର୍ବରୁ ଅଶ୍ୱିନ୍‌ କଲେ ବଡ଼ ଖୁଲାସା

ନୂଆଦିଳ୍ଲୀ,୧୬।୧୧: କେଏଲ୍‌ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍‌ ନିଲାମ...

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ...

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ...

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା...

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri