ନକଲି ଶିକ୍ଷକଙ୍କ ତଥ୍ୟ ଦିଅ

ଭୁବନେଶ୍ୱର, ୩୧।୧(ଅସମାପିକା ସାହୁ): ନକଲି ଶିକ୍ଷକଙ୍କ ତଥ୍ୟ ଦେଇନାହାନ୍ତି ୧୧ ଜିଲା ଶିକ୍ଷାଧିକାରୀ। ଏହାକୁ ନେଇ ଗଣଶିକ୍ଷା ବିଭାଗ ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ତଥ୍ୟ ଦେବା ପାଇଁ ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତ୍‌ସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି। ଜାଲ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଶିକ୍ଷକଙ୍କ ସମ୍ପର୍କରେ ରାଜ୍ୟ ସରକାର କମ୍ପ୍ଲିଆନ୍ସ ବା ଅନୁପାଳନ ସତ୍ୟପାଠ ପ୍ରସ୍ତୁତ କରୁଛନ୍ତି। ରୁଜୁ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିବେ। କିନ୍ତୁ ୧୧ଟି ଜିଲାରୁ ତଥ୍ୟ ଆସି ନ ଥିବାରୁ ଅନୁପାଳନ ସତ୍ୟପାଠ ପ୍ରସ୍ତୁତ ହୋଇପାରୁ ନ ଥିବା ଚିଠିରେ ଉଲ୍ଲେଖ କରାଯାଇଛି। ତେଣୁ ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦେଲେ କମ୍ପ୍ଲିଆନ୍ସ ଆଫିଡେଭିଟ୍‌ ବା ଅନୁପାଳନ ସତ୍ୟପାଠ ପ୍ରସ୍ତୁତ କରି କୋର୍ଟରେ ଦାଖଲ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri