ମଣିପୁର କୁକି ଆଦିବାସୀ ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କର

କୋରାପୁଟ,୨୪।୭(ଅମିତାଭ ବେହେରା): ମଣିପୁରର କୁକି ଆଦିବାସୀ ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବିରେ କୋରାପୁଟ ଜିଲା ଆଦିବାସୀ ସଂଘ ପକ୍ଷରୁ ସୋମବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପ୍ରଶାସନ ଜରିଆରେ ପ୍ରଦାନ କରାଯାଇଛି।

ଜିଲା ଆଦିବାସୀ ସଂଘ ସଭାପତି ଶିବ ମୁଦୁଲିଙ୍କ ନେତୃତ୍ୱରେ ଜିଲା କୁୱି ସମାଜ ସମ୍ପାଦକ ବିଙ୍ଗେୟା ସାଉନ୍ତା, ଜିଲା ଆଦିବାସୀ ସଂଘ ଉପଦେଷ୍ଟା ଦାମଦର ଜାନୀ, ଜିଲା ସରପଞ୍ଚ ମହାସଂଘ ସଭାପତି ଲବ ମୁଦୁଲି, ବୈପାରୀଗୁଡ଼ା ସରପଞ୍ଚ ସ୍ବରାଜମଣୀ ନାୟକ, ମାଥାଲପୁଟ ସରପଞ୍ଚ ରଞ୍ଜିତା ଗୁରୁମାଇ, ଜିଲା ପରଜା ସମାଜର ସନା ଜାନୀଙ୍କ ସମେତ ଆଦିବାସୀ ସଂଘର ପିଲିବା ସିରିକା, ଆତ୍ର ଜାନୀ, ଦିନା ହିକକା, ଅର୍ଜୁନ ଗାଦବା ପ୍ରମୁଖ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝିଙ୍କୁ ପ୍ରଦାନ କରିଥିଲେ। ମଣୀପୁରର କୁକି ଆଦିବାସୀ ମହିଳାଙ୍କ ସହ ଜଘନ୍ୟ ଅପରାଧ ଘଟାଇଥିବା ସମସ୍ତ ଅପରାଧିଙ୍କୁ ଚିହ୍ନଟ କରି ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରିବାକୁ ଜିଲା ଆଦିବାସୀ ମହାସଂଘ ପକ୍ଷରୁ ରାଷ୍ଟ୍ରପତିଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଛତ୍ରପୁର,୧୮।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ ଗଞ୍ଜାମ ଜିଲା ପକ୍ଷରୁ ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ ଅଫିସ ସମ୍ମୁଖରେ ୧୦ ଦଫା...

ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନ

ହାଟଡିହୀ,୧୮l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଖାଉଥିବା ସମୟରେ ମାଟିକାନ୍ଥ ଭୁଶୁଡି ପଡିବାରୁ ଗ୍ରାମର ବିଷ୍ଣୁ...

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୪ା୩: ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ...

ଗଞ୍ଜେଇ ପରେ ବୌଦ୍ଧରେ ବ୍ରାଉନସୁଗାର କାରବାର: ଧରାପଡ଼ିଲେ ୩ ଅଭିଯୁକ୍ତ

ବୌଦ୍ଧ,୧୮।୩( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଗଞ୍ଜେଇ କାରବାରକୁ ନେଇ ଚର୍ଚ୍ଚାର ଥିବା ବେଳେ ଏବେ ବ୍ରାଉନସୁଗାର କାରବାର ପଦାକୁ ଆସିଛି। ବୌଦ୍ଧ ପୋଲିସ...

ଭାଲୁ ଆବୁଡ଼ରେ ପଡ଼ିଗଲେ ୨ ମହିଳା

ଦେବଗଡ଼,୧୮।୩(ଶାଶଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଳେଇବଣି ବ୍ଳକ ଲଇମୁରା ଫରେଷ୍ଟ ସେକ୍ସନରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି। ଭାଲୁ ଆକ୍ରମଣରେ ମଙ୍ଗଳବାର ୨ଜଣ ମହିଳା...

ରଙ୍ଗ ବୋଳି ମହିଳାଙ୍କୁ ଅସଦାଚରଣ: ଥାନାରେ ଶିକ୍ଷକ ଅଟକ

ସାବରଙ୍ଗ,୧୮।୩(କାଳିପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ଡିହମଳିକ ସାହିରେ ଘଟିଛି ଏକ ଲଜ୍ଜା ଜନକ ଘଟଣା। ଜଣେ ଶିକ୍ଷକ ଗ୍ରାମର...

ଅନାସ୍ଥା ଭୋଟ ନ ହେବା ଘଟଣା: ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ୱାର୍ଡ ସଭ୍ୟାସଭ୍ୟଙ୍କ ବିକ୍ଷୋଭ, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧୮।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ଅନାସ୍ଥା ସମ୍ପର୍କରେ ଆଲୋଚନା ଓ ଗୁପ୍ତ ଭୋଟ ପାଇଁ...

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image