Posted inଜାତୀୟ

ଲୋକସଭା ନିର୍ବାଚନରେ ୬ ଆସନ-ଗୋଟିଏ ରାଜ୍ୟସଭା ଆସନ ଦେଲେ ଏନଡିଏ ବୈଠକରେ ସାମିଲ ହେବି: ଚିରାଗ ପାସୱାନ…

ପାଟନା,୧୭।୭ : ଯଦିଓ ଜୁଲାଇ ୧୮ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏନଡିଏ ବୈଠକରେ ଯୋଗଦେବାକୁ ଚିରାଗ ପାସୱାନଙ୍କ ଲୋକ ଜନତା ପାର୍ଟି (ରାମ ଭିଲାସ) ନିମନ୍ତ୍ରଣ ପାଇଛି। ତଥାପି ଚିରାଗ ପାସୱାନ ଏହି ବୈଠକରେ ଯୋଗଦେବା ପାଇଁ ଭାଜପା ସମ୍ମୁଖରେ କିଛି ସର୍ତ୍ତ ରଖିଛନ୍ତି। ଏନଡିଏ ବୈଠକରେ ଯୋଗଦେବା ପୂର୍ବରୁ ଚିରାଗ ପାସୱାନ ଭାରତୀୟ ଜନତା ପାର୍ଟି ସମ୍ମୁଖରେ ଦାବି କରିଛନ୍ତି ତାଙ୍କ ଦଳକୁ ଲୋକସଭା ନିର୍ବାଚନରେ ୬ଟି ଆସନ ଏବଂ ଗୋଟିଏ ରାଜ୍ୟସଭା ଆସନ ଦେବାର ନିର୍ଭର ପ୍ରତିଶ୍ରୁତି ମିଳିବା ପରେ ସେ ଏନଡିଏରେ ଯୋଗଦେବେ।

ସୂଚନାନୁସାରେ, ଚିରାଗ ପାସୱାନ କହିଛନ୍ତି ଏଲଜେପିରେ ବିଭାଜନ ପୂର୍ବରୁ ଦଳ ୨୦୧୯ ଲୋକସଭା ନିର୍ବାଚନରେ ୬ଟି ଆସନ ପାଇଥିଲା ଏବଂ ସମସ୍ତ ଆସନ ଜିତିଥିଲା। ସେଥିପାଇଁ ଚିରାଗ ପାସୱାନ ସମସ୍ତ ୬ ଟି ଲୋକସଭା ଆସନରେ ଦାବି କରିଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ୨୦୨୧ ମସିହାରେଏଲେଜେପି ବିଭାଜିତ ହୋଇଥିଲା ଏବଂ ସେତେବେଳେ ଚିରାଗ ପାସୱାନଙ୍କ ଚାଚା ପଶୁପତି ପରାସଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ଲୋକକଳା ପାର୍ଟି ଗଠନ କରାଯାଇଥିଲା, ଯାହା ସେହି ସମୟରେ ଏନଡିଏରେ ଯୋଗ ଦେଇଥିଲା ଏବଂ ପରେ ପଶୁପତି କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ। ଅନ୍ୟପକ୍ଷରେ, ଚିରାଗ ପାସୱାନଙ୍କ ନେତୃତ୍ୱରେ ଲୋକ ଜନଶକ୍ତି ପାର୍ଟି (ରାମ ବିଲାସ) ଗଠନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର/ମାଲକାନଗିର,୬।୧(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇ ଉଠିଛନ୍ତି। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର...

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

କୌଣସି ବାହାର ଦେଶ ଗସ୍ତ କରି ନାହାଁନ୍ତି ପରିବାର, କେମିତି HMPV ସଂକ୍ରମିତ ହେଲେ ୮ ମାସର ଶିଶୁ? ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୬।୧: କର୍ନାଟକରେ ୩ମାସ ଓ ୮ ମାସ ବୟସର ଦୁଇ ଶିଶୁ ହ୍ୟୁମାନ ମେଟାପ୍ନୁମୋଭାଇରସ (HMPV)ର ସଂକ୍ରମଣ ଥିବା ଦେଖିବାକୁ ମିଳିଛି। ଏହି ଜୀବାଣୁ ଚାଇନାରେ...

ବଢିଲାଣି HMPV ସଂକ୍ରମଣ! ଭୟଭୀତ ହୋଇପଡୁଛନ୍ତି ଜନତା, କର୍ନାଟକ ପରେ ଏବେ ଗୁଜରାଟ

ନୂଆଦିଲ୍ଲୀ,୬।୧: ଚାଇନାରେ ବ୍ୟାପିଥିବା ମାନବ ମେଟାପ୍ନୁମୋଭାଇରସ (HMPV) ସଂକ୍ରମଣ ଏବେ ଭାରତରେ ପହଞ୍ଚିଛି। ସୂଚନା ଦେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri