Posted inଖେଳ

ଭାରତୀୟ ବଂଶୋଦ୍ଭବ ଭାବିସ୍ତ୍ରୀଙ୍କ ଜନ୍ମଦିନରେ ରୋମାଣ୍ଟିକ୍‌ ହେଲେ ମାକ୍ସଓ୍ବେଲ୍‌, ଭାଇରାଲ ହେଉଛି…

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆର ଅଭିଜ୍ଞ ଅଲ୍‌ରାଉଣ୍ଡର ଗ୍ଲେନ୍‌ ମାକ୍ସଓ୍ବେଲ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ସେ ନିଜ ଭାବିସ୍ତ୍ରୀଙ୍କ ସହ ଫଟୋ ଶେୟାର କରିଥିଲେ। ଏହା ଏବେ ଭାଇରାଲ ହେବାରେ ଲାଗିଛି।
ପଡ଼ିଆ ବାହାରେ ମାକ୍ସଓ୍ବେଲ ଭାରତୀୟ ବଂଶୋଦ୍ଭବ ବିନି ରମନଙ୍କୁ ନେଇ ରୋମାଣ୍ଟିକ୍‌ ହୋଇଥିଲେ। ମୋର ଅତି ପ୍ରିୟ ଭାବିସ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ବୋଲି ସେ ଲେଖିଥିଲେ। ତେବେ ବିନି ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍‌। ସେ ସବୁବେଳେ ମାକ୍ସଓ୍ବେଲଙ୍କ ସହ ଫଟୋ ଶେୟାର କରିଥାନ୍ତି।

ବିନି ପେସାରେ ଜଣେ ଫାର୍ମାସିଷ୍ଟ। ସେ ମେଲବର୍ନରେ ରୁହନ୍ତି। ଦୁଇ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିଥିଲେ ମାକ୍ସଓ୍ବେଲ-ବିନି। ୨୦୧୭ରେ ସେମାନେ ସମ୍ପର୍କରେ ଥିବା ଜଣାପଡ଼ିଥିଲା। ଉଭୟ ନିର୍ବନ୍ଧ କରିନେଇଥିବା ନେଇ ଫଟୋ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି...

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image