ଅଷ୍ଟ୍ରେଲିଆକୁ ବଡ଼ ଝଟକା, ମୁଣ୍ଡରେ ଆଘାତ ପାଇଁ ଇଂଲଣ୍ଡ ବିପକ୍ଷ ମ୍ୟାଚରୁ ବାଦ ପଡ଼ିଲେ ଗ୍ଲେନ ମାକ୍ସୱେଲ

ଅହମଦାବାଦ,୧/୧୧: ଚଳିତ ବିଶ୍ୱକପ ଦିନିକିଆ ବିଶ୍ୱକପରେ ବୁଧବାର ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଆଗରୁ ଅଷ୍ଟ୍ରେଲିଆ ଟିମକୁ ଲାଗିଛି ବଡ ଝଟକା। କ୍ରିକେଟ ଅଷ୍ଟ୍ରେଲିଆ ରିପୋର୍ଟ ଅନୁଯାୟୀ ଗଲ୍ଫ ଖେଳୁଥିବା ସମୟରେ ମାକ୍ସୱେଲ ପଛୁଆ ଗଳି ପଡ଼ିଥିଲେ, ଯେଉଁ ସମୟରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା।

ଫଳରେ ନଭେମ୍ବର ୪ ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହେବାକୁ ଥିବା ଇଂଲଣ୍ଡ ମ୍ୟାଚରୁ କ୍ରିକେଟ୍ ଅଷ୍ଟ୍ରେଲିଆ ପ୍ରୋଟୋକଲ ଅନୁଯାୟୀ ମ୍ୟାକ୍ସୱେଲଙ୍କୁ ଦୂରେଇ ରଖିବ ଏବଂ ତାଙ୍କର ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବଦଳ ଖେଳାଳିଙ୍କ ଉପରେ ନିର୍ଭର କରିବ।

ତେବେ ଆହତରୁ ମୁକୁଳିବା ପରେ ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ବିଜୟ ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ନେଦରଲ୍ୟାଣ୍ଡ ବିପକ୍ଷରେ ମ୍ୟାକ୍ସୱେଲ ଦିନିକା ବିଶ୍ୱକପ ଇତିହାସରେ ଦ୍ରୁତତମ ଶତକ ହାସଲ କରି ମାତ୍ର ୪୦ ବଲରେ ଶତକ ପୂରଣ କରିଥିଲେ।

ମାକ୍ସୱେଲ ଆହତ ପରେ ହେବା ପରେ ଅସ୍ତ୍ରଲିଆ ଟିମ୍ ପାଇଁ ସମସ୍ୟା ବଢିପାରେ। କାରଣ ମାକ୍ସୱେଲ ଦୁର୍ଦଶ ବ୍ୟାଟିଂ ସହ ଦଳର ମୁଖ୍ୟ ସ୍ପିନର ଆଡାମ ଜାମ୍ପାଙ୍କ ସହିତ ସ୍ପିନ ବୋଲିଂ ମଧ୍ୟ କରିପାରନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଆୟୋଜନ ହେବ କି ୨୦୩୬ ଅଲିମ୍ପିକ୍ସ: ଅମିତ ଶାହା କହିଲେ…

ହଲ୍‌ଦ୍ୱାନୀ, ୧୫ା୨(ପି.ଟି.):୩୮ତମ ଜାତୀୟ କ୍ରୀଡ଼ାର ପ୍ରତିଯୋଗିତାଗୁଡ଼ିକ ଗୁରୁବାର ଶେଷ ହୋଇଥିବା ବେଳେ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାଶନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଉଦ୍‌ଯାପନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ...

IND vs PAK: ଏଥିରେ ଲାଇଭ୍‌ ଦେଖିପାରିବେ ଭାରତ-ପାକିସ୍ତାନ ମ୍ୟାଚ, ଆଇସିସି ଦେଲା ସୂଚନା

ନୂଆଦିଲ୍ଲୀ,୧୫।୨: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫେବୃଆରୀ ୧୯ରୁ ଆରମ୍ଭ ହେବ। ଭାରତର ପ୍ରଥମ ମ୍ୟାଚ ବାଂଲାଦେଶ ସହିତ ଅଛି। ଏହା ପରେ ଟିମ ଇଣ୍ଡିଆ...

Video: କଳା ବିଲେଇ ରୋକିଦେଲା ମ୍ୟାଚ୍‌: ଲାଇଭ୍‌ ମ୍ୟାଚ୍‌ବେଳେ ଏମିତି ଘଟଣା ପରେ ଅଟକି ଗଲା…

ନୂଆଦିଲ୍ଲୀ,୧୫।୨: ତ୍ରିରାଷ୍ଟ୍ରୀୟ ସିରିଜର ଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ଭେଟିଥିଲା। କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଉଭୟ ଦଳ ପରସ୍ପରର ମୁହାଁମୁହିଁ ହୋଇଥିଲେ। ନ୍ୟୁଜିଲାଣ୍ଡ ପାକିସ୍ତାନକୁ ପରାସ୍ତ କରି...

ଡବ୍ଲ୍ୟୁପିଏଲ୍‌ର ପ୍ରଥମ ମ୍ୟାଚ୍‌ରେ ଭାଙ୍ଗିଲା ଇତିହାସର ସବୁଠୁ ବଡ଼ ରେକର୍ଡ

ବେଙ୍ଗାଲୁରୁ,୧୫।୨: ମହିଳା ପ୍ରିମିୟର ଲିଗ ୨୦୨୫ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ହିଁ ଅନେକ ରେକର୍ଡ ଭାଙ୍ଗିଛି। ସିଜିନର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର...

IPL 2025: ପ୍ରଶଂସକଙ୍କୁ ବଡ଼ ଝଟ୍‌କା, ଏଣିକି ମାଗଣାରେ ଦେଖିପାରିବେ ନାହିଁ ଆଇପିଏଲ୍‌ ମ୍ୟାଚ୍‌, ଗଣିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୪।୨: ସମସ୍ତ କ୍ରିକେଟ ପ୍ରେମୀ ବର୍ତ୍ତମାନ ଚାମ୍ପିଅନ୍ସ ଟ୍ରଫିକୁ ଅପେକ୍ଷା କରିଛନ୍ତି। ଏହା ପରେ ବିଶ୍ୱର ସବୁଠାରୁ ଲୋକପ୍ରିୟ କ୍ରିକେଟ ଲିଗ୍‌ ’ଇଣ୍ଡିଆନ ପ୍ରିମିୟର ଲିଗ(IPL)’...

Unbelievable: ୫୦ ବଲ୍‌ରେ ଗୋଟିଏ ବି ରନ୍‌ କରି ନ ଥିଲେ, ତଥାପି ଶତକ ମାରି ବୋଲର୍‌ଙ୍କୁ ଘାଇଲା କରିଦେଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୪।୨: ଶ୍ରୀଲଙ୍କାର ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ କୁସାଲ ମେଣ୍ଡିସ ପୁଣି ଥରେ ଶତକ ହାସଲ କରି ନିଜ ପ୍ରତିଭାର ପ୍ରମାଣ ଦେଇଛନ୍ତି। କଲମ୍ବୋରେ ଖେଳାଯାଉଥିବା ଦ୍ୱିତୀୟ ତଥା ଶେଷ...

ICC ଚାମ୍ପିଅନ୍ସ ଟ୍ରଫି ୨୦୨୫: ବିଜେତାଙ୍କ ପାଇଁ ରେକର୍ଡ ପୁରସ୍କାର ରାଶି ଘୋଷଣା

ନୂଆଦିଲ୍ଲୀ,୧୪।୨: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶୁକ୍ରବାର, ଫେବୃଆରୀ ୧୪ ତାରିଖରେ ଆଗାମୀ ଚାମ୍ପିଅନ୍ସ ଟ୍ରଫି ପାଇଁ ରେକର୍ଡ ମୋଟ ୬.୯ ମିଲିୟନ ଆମେରିକୀୟ ଡଲାର...

ଭାଜପା କୋର୍‌ କମିଟି ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨: ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର କୋର୍‌ କମିଟି ବୈଠକ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image