ପଇସା ପଛେ ଯାଉ ଆଳୁ ଘରେ ଥାଉ

କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍‌ ବଢ଼ିଛି। କଟକ ଛତ୍ରବଜାରରେ ଆଳୁ କିଲୋ ୫୦ ଟଙ୍କା ଓ ପିଆଜ ଦାମ ୭୦ ଛୁଇଁଛି। ତେବେ ଲୋକେ ଭୟଭୀତ ହୋଇ ୧ କିଲୋ ଯାଗାରେ ୩ କିଲୋ ନେଉଛନ୍ତି। ଏ ନେଇ ଜଣେ ବ୍ୟକ୍ତି କହିଛନ୍ତି ପଇସା ପଛେ ଯାଉ ଆଳୁ ଘରେ ଥାଉ। ୩ ଦିନ ଯଦି ଗାଡି ନ ଆସିବ। ସୋମବାର ୩ କିଲୋ ନେଇଥିଲି। ଘରେ ପ୍ରେସର କଲାରୁ ଆଉ ୩ କିଲେ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପୂର୍ଣ୍ଣାହୁତି, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ  

ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ କମଳାପୁର ଗ୍ରାମ ସ୍ଥିତ ଶ୍ରୀ କାଶୀ ବିଶ୍ୱନାଥ ଶୈବପୀଠ ପରିସରରେ ଗତ ୫ ତାରିଖ ଠାରୁ...

ପାଳକୁଡ଼ିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣା, ତଦନ୍ତ କଲା ପୋଲିସ

ଲାଞ୍ଜିଗଡ଼, ୧୨ା୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ନିଆଁଲାଗି ୨ ଶିଶୁ...

ଚିକିତ୍ସା କରିବା ସତ୍ତ୍ୱେ ରୋଗ ଭଲ ହେଲା ନାହିଁ, ଶେଷରେ ବିଷ ପିଇ ଆତ୍ମହତ୍ୟା କରିଦେଲେ

ମୋହନା.୧୨।୨( ମନ୍ମଥ ମିଶ୍ର): ରୋଗ ଭଲ ନ ହେବାରୁ ବିଷ ପିଇ ଆତ୍ମହତ୍ୟା l ଗଜପତି ଜିଲା ମୋହନା ଥାନା ମଳାସପଦର ପଞ୍ଚାୟତ ରୁଜାଙ୍ଗି ଗାଁରେ...

ବାଙ୍କେଶ୍ୱରୀ ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ଥିବା ମା’ ନିଜ ବାଙ୍କେଶ୍ୱରୀଙ୍କ ଘାଟିରେ ବୁଧବାର ଅପରାହ୍ନରେ ଏକ ଡାଲା ଅଟୋ...

ହାତୀମୁଣ୍ଡା ପଞ୍ଚାୟତର ଋଷିମାଳ ପାହାଡ଼ରେ ବୁଲୁଛନ୍ତି ହାତୀ ପଲ, ଭୟରେ ଘରୁ ବାହାରୁନାହାନ୍ତି ଲୋକେ

ଦାରିଙ୍ଗବାଡି /ବ୍ରାହ୍ମଣୀଗାଁ,୧୨।୨ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲାା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ହାତୀମୁଣ୍ଡା ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ବଣୁଆ ହାତୀ। ସେମାନଙ୍କ...

ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ...

ବ୍ଲକ ସ୍ତରୀୟ ଆଇନ ସଚେତନତା ସଭା, ମହିଳା ସୁରକ୍ଷା ଆଇନ, ଅଧିକାର ଉପରେ ଆଲୋଚନା

ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ରାଜ୍ୟ ମହିଳା କମିଶନଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଞ୍ଜାମ ଜିଲା ସମାଜ ମଙ୍ଗଳ କାର୍ଯ୍ଯାଳୟ ସହଯୋଗରେ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ସ୍ଥିତ...

ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର, ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ

ବଣାଇଁ,୧୨।୨(ପ୍ରଦୀପ ତ୍ରିପାଠୀ): ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଣ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image