ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ମଧ୍ୟାହ୍ନ ଧୂପ ପରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟରେ ବଡ଼ଠାକୁର ବଳଭଦ୍ର, ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କୁ ସୁନାବେଶରେ ସଜାଯାଇଛି। ତେବେ ଏହି ସୁନାବେଶରେ ଥାଇ ଶ୍ରୀ ବିଗ୍ରହଙ୍କ ସନ୍ଧ୍ୟା  ଆଳତି ଓ ସନ୍ଧ୍ୟା ଧୂପ ଦିଆଯାଇଛି। ସୁନାବେଶକୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଥିବା ବେଳେ ଏଥିପାଇଁ ମନ୍ଦିର ପ୍ରଶାସନ ଓ ମୋରଡ଼ା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri