Posted inଫୁରସତ

ବତକକୁ ମାରିବାକୁ ଯାଉଥିଲେ, ହେଲେ ଶେଷରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତି ସାଇକେଲ ଚଳାଇକି ଯାଉଥିବା ଦେଖିବାକୁ ମିଳୁଛି। ତେବେ ଯିବା ସମୟରେ ରାସ୍ତାରେ ଛିଡ଼ା ହୋଇଥିବା ଏକ ବତକ ଉପରକୁ ସାଇକେଲ୍‌ ଚଢ଼ାଇବାକୁ ଉଦ୍ୟମ କରୁଥିବା ବେଳେ ବତକଟି ଚାଲିଯାଉଛି। ମାତ୍ର ସାଇକେଲ୍‌ ପଛ ଚକ ପୂରାପୂରି ବଙ୍କି ଯାଇଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଆଇପି ପାସ୍‌ କିଣି କବରସ୍ଥାନ ପରିଦର୍ଶନ

ଲଣ୍ଡନ: କୌଣସି ସ୍ବପରିଜନ କିମ୍ବା ନିକଟ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଗଲେ, କେବଳ ତାଙ୍କର ସ୍ମୃତି ପରିବାର ଲୋକ ଏବଂ ବନ୍ଧୁବାନ୍ଧବଙ୍କ ସହ ରହିଯାଇଥାଏ। ତେବେ ଯେଉଁ...

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ...

କପେ ଚା’କୁ ଲକ୍ଷେ ଟଙ୍କା

ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍‌ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର...

ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…

ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ...

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ...

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ...

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri