ରାଖି ପୂର୍ଣ୍ଣିମାରେ ଭଉଣୀଙ୍କୁ ଦେବେ ସୁନା ଉପହାର, ଜାଣନ୍ତୁ ଭୁବନେଶ୍ୱରରେ ସୁନା ରେଟ୍‌ କେତେ

ଭୁବନେଶ୍ୱର,୧୮।୮: ରାତି ପାହିଲେ ରାଖି ପୂର୍ଣ୍ଣିମା। ଭଉଣୀମାନେ ଭାଇଙ୍କୁ ରାଖି ବାନ୍ଧିବାକୁ ପ୍ରସ୍ତୁତ ହୋଇଗଲେଣି। ଏପଟେ ଭାଇମାନେ କିନ୍ତୁ ଟେନଶନରେ ଅଛନ୍ତି। ନିଜ ଗେହ୍ଲା ଭଉଣୀଙ୍କୁ କ’ଣ ଉପହାର ଦେବେ? ତେବେ ଆପଣ କ’ଣ ଭଉଣୀଙ୍କୁ ସୁନା ଜିନିଷ ଉପହାର ଦେବେ ବୋଲି ଭାବିଛନ୍ତି କି? ତା’ ହେଲେ ଜାଣି ନିଅନ୍ତୁ ରାଖି ପୂର୍ଣ୍ଣିମାରେ ସୁନା ରେଟ୍‌ କେତେ ରହୁଛି। ଅଗଷ୍ଟ ୧୮, ରବିବାର ଦେଶରେ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୭୩ ହଜାର ରହିଛି । ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୭୨,୯୨୦ ଟଙ୍କା । ରୂପା କିଲୋଗ୍ରାମ ପିଛା ୮୬ ହଜାର ଟଙ୍କାରେ ପହଞ୍ଚିଛି ।

ଆଜି ଭାରତରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୬୫,୬୫୦ ଟଙ୍କା । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୭୧,୬୨୦ ଟଙ୍କା । ତେବେ ଆଗାମୀ ଦିନରେ ସୁନା ଦର ବୃଦ୍ଧି ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ୧୦ ଗ୍ରାମ ପ୍ରତି ସୁନା ଦର ୬୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦାମ ୭୧,୬୨୦ ଟଙ୍କା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ ହେବା ପରେ ନାୟରଙ୍କୁ ମିଳିଲା ଆଉ ଏକ ଚାକିରି, ହେଲେ ଏହି ଟିମ୍‌ର ମେଣ୍ଟର

ନୂଆଦିଲ୍ଲୀ,୨୭।୪: ଟିମ୍‌ ଇଣ୍ଡିଆର ପୂର୍ବତନ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟାର ଏବେ ପ୍ରଶିକ୍ଷକ ଦଳର ଅଂଶ ନୁହଁନ୍ତି। ନିକଟରେ ବିସିସିଆଇ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲା।...

ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା

ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା...

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା...

ନିଜ ସାମର୍ଥ୍ୟର ପରିଚୟ ଦେଇଥାଏ ପ୍ରଥମ ରୋଜଗାର

ପ୍ରଥମ ଉପାର୍ଜନ ବା ପ୍ରଥମ ଆୟ, ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ; ଯାହା ଆର୍ଥିକ ସ୍ବାଧୀନତା ଓ ଆତ୍ମବିଶ୍ୱାସର ପ୍ରଥମ ପାଦଚିହ୍ନ ହୋଇପାରେ। ମୋ କଥା ଏଠି...

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image