୬୦ ହଜାର ଟପିଲା ସୁନା

ନୂଆଦିଲ୍ଲୀ,୨୦।୩: ପ୍ରଥମ ଥର ପାଇଁ ସୁନା ମୂଲ୍ୟ ଐତିହାସିକ ସ୍ତର ଅତିକ୍ରମ କରିଛି। ସୋମବାର ସୁନା ୧୦ ଗ୍ରାମ ପ୍ରତି ୬୦,୦୬୫ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିଛି। ନିବେଶକମାନେ ସେମାନଙ୍କର ନିବେଶକୁ ସୁରକ୍ଷିତ ରଖିବା ପାଇଁ ଆଜିକାଲି ସୁନାରେ ବିନିଯୋଗ କରୁଛନ୍ତି। ସୁନାରେ କ୍ରୟ ବୃଦ୍ଧି ହେତୁ ସୁନା ରେକର୍ଡ ସ୍ତରରେ କାରବାର କରୁଛି।
ଏମ୍‌ସିଏକ୍ସ ଉପରେ ସୁନା ସୋମବାର ସକାଳୁ ୫୯,୪୧୮ ଟଙ୍କାରେ ଖୋଲିଥିଲା। କିନ୍ତୁ କିଛି ସମୟ ପରେ ସୁନା ପ୍ରଥମେ ୬୦,୦୦୦ ଅତିକ୍ରମ କରିଥିଲା। ତା’ପରେ ୧୦ ଗ୍ରାମ ପ୍ରତି ୬୦,୪୧୮ ଟଙ୍କା ସ୍ତରରେ ପହଞ୍ଚିଲା। କେବଳ ସୁନା ନୁହେଁ, ରୂପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟୁଛି। ରୂପା କିଲୋଗ୍ରାମ ପିଛା ୬୯,୦୦୦ ଟଙ୍କା ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ...

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ...

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି...

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ...

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri