ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା

ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର ଅଧିକ ରହିଛି। ଏଥିସହ ଶେୟାର ବଜାର ଖସୁଥିବାରୁ ବିକଳ୍ପ ନିବେଶ ଭାବେ ସୁନା ଚାହିଦା ବେଶ୍‌ ବଢ଼ିଛି। ଏହି କାରଣରୁ ସୁନା ଦର ବୃଦ୍ଧି ପାଉଥିବା ଅଲ୍‌ ଇଣ୍ଡିଆ ସରାଫ ଆସୋସିଏଶନ କହିଛି। ଗତ ଶୁକ୍ରବାର ୯୯.୯% ଶୁଦ୍ଧ ସୁନା ଦର ୧୦ ଗ୍ରାମ ପ୍ରତି ୯୨,୧୫୦ ଟଙ୍କା ରହିଥିଲା। ସେହିପରି ୯୯.୫% ଶୁଦ୍ଧ ସୁନା ଦର ଶୁକ୍ରବାର ୯୧,୭୦୦ ଟଙ୍କା ଥିବାବେଳେ ମଙ୍ଗଳବାର ୨,୦୦୦ ଟଙ୍କା ବଢ଼ି ୯୩,୭୦୦ ଟଙ୍କା ହୋଇଛି।

ଏହା ପୂର୍ବରୁ ଫେବୃଆରୀ ୧୦ରେ ଗୋଟିଏ ଦିନରେ ସୁନା ଦର ସର୍ବାଧିକ ୨,୪୦୦ ଟଙ୍କା ବଢ଼ିଥିଲା। ଚଳିତ ବର୍ଷ ଜାନୁଆରୀ ୧ରେ ସୁନା ଦର ୭୯,୩୯୦ ଟଙ୍କା ଥିବାବେଳେ ୩ ମାସ ମଧ୍ୟରେ ୧୪,୭୬୦ ଟଙ୍କା ଅର୍ଥାତ୍‌ ୧୮.୬% ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରୁପା ଦର କିଲୋଗ୍ରାମ ପ୍ରତି ୫୦୦ ଟଙ୍କା ହ୍ରାସ ପାଇ ମଙ୍ଗଳବାର ୧,୦୨,୫୦୦ ଟଙ୍କା ହୋଇଛି। ଗତ ଶୁକ୍ରବାର ରୁପା ଦର ୧,୦୩,୦୦୦ ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ...

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି...

ଟାର୍ଗେଟ ପୂରଣ ନ ହେବାରୁ କୁକୁର ଭଳି ବ୍ୟବହାର ଘଟଣା: ଭିଡିଓ ଭାଇରାଲ ପରେ କେରଳ ଶ୍ରମବିଭାଗର ତନାଘନା

କୋଚି, ୭।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ...

ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…

ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି।...

ଖୋର୍ଦ୍ଧାରେ ଫୁଟିଲା ବୋମା: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଖୋର୍ଦ୍ଧା,୭ା୪: ସଦର ଥାନା ଅନ୍ତର୍ଗତ ଶଢ଼େଇଗଡ଼ ଗ୍ରାମରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ଜୀବନ ଚାଲିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ...

ଘରେ କେହି ନ ଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୭।୪,(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗାରାବନ୍ଧ ଥାନା ଅଞ୍ଚଳରୁ ବଡ ଧରଣର ଚୋରି ହୋଇଛି। ଗାରାବନ୍ଧ କୁମୁଟି ସାହିର ଟି.ପ୍ରଦୀପ ସପରିବାର ତିରୁପତି...

‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା...

ଷ୍ଟାର ହେବାର ସ୍ବପ୍ନ ଦେଖୁଥିଲେ ଶାହାରୁଖ, ହେଲେ ରାତି ପାହିଲା ବେଳକୁ କୋ-ଷ୍ଟାରଙ୍କର ହୋଇଥିଲା ମୃତ୍ୟୁ

ମୁମ୍ବାଇ: ବଲିଉଡର ସବୁଠାରୁ ଚଞ୍ଚଳ ଏବଂ ଟ୍ୟାଲେଷଣ୍ଟଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଦିବ୍ୟା ଭାରତୀ। ମାତ୍ର ୧୯ ବର୍ଷ ବୟସରେ ୫ ଏପ୍ରିଲ ୧୯୯୩ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image