ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୭୦,୮୫୦ ଟଙ୍କା ରହିଛି । ଗତକାଲି ଅର୍ଥାତ ବୁଧବାର ଅପେକ୍ଷା ଗୁରୁବାର ସୁନା ରେଟ କମିଛି । ବଜେଟରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ ଏକା ଥରେ ସୁନା ମାର୍କେଟରେ ବି ହ୍ରାସ ଦେଖିବାକୁ ମିଳିଛି । ୬ ପ୍ରତିଶତ କଷ୍ଟମ ଡ୍ୟୁଟି କମିବା ପରେ ହ୍ରାସ ପାଇଛି ସୁନା ଦର ।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ ସୁନା ଦର ୬୯,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧ଗ୍ରାମ ପିଛା ୬,୯୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୫,୩୨୦୦ ଟଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri