୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା …

ନୂଆଦିଲ୍ଲୀ,୫।୩: ପୁଣି ବଢ଼ିଲା ସୁନା ଦର। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପିଛା ରେକର୍ଡ ୬୫,୦୦୦ ଟଙ୍କା ଛୁଇଁଛି । ସେହିଭଳି ରୁପା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ ପିଛା ୭୪,୦୦୦ ଟଙ୍କାରେ ପହଞ୍ଚିଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦର ବଢ଼ିିିିିିିିିିିିିିିିିଛି। ମୁମ୍ବାଇ, ବାଙ୍ଗାଲୋର ଏବଂ କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୬୪,୮୫୦ ଟଙ୍କା ହୋଇଥିବା ବେଳେ ଚେନ୍ନାଇରେ ଏହାର ମୂଲ୍ୟ ୬୫,୬୨୦ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ ବି-ଏମ୍‌ପିଭିର ଅନାବରଣ

ନୂଆଦିଲ୍ଲୀ,୨୮।୩: ନିଶାନ ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବି-ଏମ୍‌ପିଭିର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଏହି ନୂଆ ୭ ସିଟର...

କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

ଏମ୍‌ଏସ୍‌ବି ଅଟୋମୋଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏହାର ବ୍ୟାପକ ଡିଲରଶିପ୍‌ ନେଟ୍‌ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର...

ବ୍ୟାଙ୍କ୍‌ରୁ Loan ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହେଲେ, କିଏ ପ୍ରତିଶୋଧ କରନ୍ତି ଟଙ୍କା: ଜାଣନ୍ତୁ କ’ଣ ଅଛି ନିୟମ

ନୂଆଦିଲ୍ଲୀ,୨୭।୩: ଆଜିକାଲି ଆବଶ୍ୟକତା ପୂରଣ କରିବା ପାଇଁ Loan ବା ଋଣ ନେବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାଧାରଣତଃ ଲୋକମାନେ ଘର କିମ୍ବା...

ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ

ନୂଆଦିଲ୍ଲୀ,୨୭।୩: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ମେ ଶେଷ କିମ୍ବା ଜୁନ ୨୦୨୫ ଆରମ୍ଭ ସୁଦ୍ଧା ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଏହି...

ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI

ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା...

IPLରୁ ମୋଟା ଅଙ୍କର ଟଙ୍କା ରୋଜଗାର କରୁଛନ୍ତି ସରକାର, ଜଣେ ଲେଖାଏ କ୍ରିକେଟରଙ୍କ ଠାରୁ ନେଉଛନ୍ତି ଏତେ ଟଙ୍କା

ନୂଆଦିଲ୍ଲୀ,୨୭।୩: ଆଇପିଏଲ ଅର୍ଥାତ ଇଣ୍ଡିଆନ ପ୍ରିମିୟର ଲିଗ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ପ୍ରସିଦ୍ଧ କ୍ରିକେଟ ଲିଗ୍‌। ପ୍ରତିବର୍ଷ ଆଇପିଏଲରେ କୋଟି କୋଟି ଟଙ୍କାର ଖେଳ...

ପାରିବାରିକ ବ୍ୟବସାୟକୁ ଆଗକୁ ନେବା ଭାଗ୍ୟର କଥା

ଓଡ଼ିଶାର ଘରେ ଘରେ ପରିଚିତ ସାଲେପୁରସ୍ଥିତ ବିକଳାନନ୍ଦ କରଙ୍କ ରସଗୋଲା। ଦିନେ ଏକ ବରଗଛ ତଳେ ରସଗୋଲା ଓ ବରା ଡାଲମା ବିକୁଥଲେ ବିକଳାନନ୍ଦ। ମେଳା...

UPI Down: କାମ କରୁନି ୟୁପିଆଇ, ପେମେଣ୍ଟ କରିପାରୁନାହାନ୍ତି ବ୍ୟବହାକାରୀ

ନୂଆଦିଲ୍ଲୀ,୨୬।୩: UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image